• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th Dec 2022: ଏହି ରାଶିର ବ୍ୟକ୍ତିଙ୍କର ଆଜି ଆକସ୍ମିକ ଧନ ଲାଭ ହୋଇପାରେ

ସୈାର ଧନୁ ମାସ ପୌଷ ଶୁକ୍ଲପକ୍ଷ । ଇଂରାଜୀରେ ୨୪ ତାରିଖ ଶନିବାର ।ଚନ୍ଦ୍ର – ଧନୁ ରାତ୍ରି ୦୩.୩୦ ଗତେ ମକର,ତିଥି- ପ୍ରତିପଦ ଦିବା ୧୨.୦୬ ଗତେ ୨ୟା,ଘାତ ଚନ୍ଦ୍ର-,ତୁଳା ଓ କୁମ୍ଭ ରାତ୍ରି ୦୩.୩୦ ଗତେ ସିଂହ,ଘାତ ବାର – ବୃଷ, ସିଂହ ଓ କନ୍ୟା,ପୁଷ୍କର ଦୋଷ – ୧ପାଦ - କୃଷିିହାନି- ଭୂମିଦାନ ଦିବା ୧୨.୦୬ ଗତେ ୨ପାଦ ।

Aquarius

କୁମ୍ଭ

Saturday 24 Dec 2022

ଧନିଷ୍ଠା – ପରକଥାରେ ପଡି ନିଜ ଲୋକଙ୍କୁ ଭୁଲ୍ ବୁଝିବେ । ବ୍ୟବସାୟାଦି ବିଭିନ୍ନ ସଂସାରୁ ଧନାଗମ ହେବ । ଅନ୍ୟ ସନସ୍କତା କାରଣରୁ ଯାତ୍ରା ସମୟରେ ହାତରେ ଆଘାତ ଲାଗିପାରେ । ଅଧିକ ପରିଶ୍ରମ ହେତୁ ଦେହରେ ଦୁର୍ବଳତା ଦେଖାଦେବ । ଗୁରୁଜନଙ୍କ ସହମତରେ ଆଗକୁ ବଢିପାରିବେ ।

ଶତଭିଷା – ପୁରୁଣା ନେତା ବା ଦଳର ମୁଖ୍ୟଙ୍କର ଅତ୍ୟନ୍ତ ପ୍ରିୟପାତ୍ର ହୋଇ ପାରିବେ । ଶିକ୍ଷାକ୍ଷେତ୍ରରେ ଅନେକ ସମସ୍ୟା ଦେଖାଦେବ । ସରକାରୀ କର୍ମଚାରୀମାନେ କର୍ମକ୍ଷେତ୍ରରେ ଅନ୍ୟର ଦୁଃଖ, ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ ।

ପୂ , ଭାଦ୍ରପଦ – ଜମି ବିବାଦୀୟ ପରିସି୍ଥତି ଭିନ୍ନରୂପ ନେଇପାରେ । ମହିଳା ମାନଙ୍କର ମାନସିକ ସ୍ଥିତି ଭଲ ରହିବ ନାହିଁ । ନୂତନ ଆୟର ପନ୍ଥା ଖୋଲିଯିବା ସହ ଉତମ ରୋଜଗାର ହେବ । ଶତୃକୁ ଶରଣାଗତ କରାଇପାରନ୍ତି । ସମାଜ ସେବାରେ ବେଶ୍ ଆନନ୍ଦ ଅନୁଭବ କରିବେ ।

ପ୍ରତିକାର – ଶନିଙ୍କର ଗାୟତ୍ରୀ ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :