• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th Dec 2022: ଏହି ରାଶିର ବ୍ୟକ୍ତିଙ୍କର ଆଜି ଆକସ୍ମିକ ଧନ ଲାଭ ହୋଇପାରେ

ସୈାର ଧନୁ ମାସ ପୌଷ ଶୁକ୍ଲପକ୍ଷ । ଇଂରାଜୀରେ ୨୪ ତାରିଖ ଶନିବାର ।ଚନ୍ଦ୍ର – ଧନୁ ରାତ୍ରି ୦୩.୩୦ ଗତେ ମକର,ତିଥି- ପ୍ରତିପଦ ଦିବା ୧୨.୦୬ ଗତେ ୨ୟା,ଘାତ ଚନ୍ଦ୍ର-,ତୁଳା ଓ କୁମ୍ଭ ରାତ୍ରି ୦୩.୩୦ ଗତେ ସିଂହ,ଘାତ ବାର – ବୃଷ, ସିଂହ ଓ କନ୍ୟା,ପୁଷ୍କର ଦୋଷ – ୧ପାଦ - କୃଷିିହାନି- ଭୂମିଦାନ ଦିବା ୧୨.୦୬ ଗତେ ୨ପାଦ ।

Pisces

ମୀନ

Saturday 24 Dec 2022

ପୂ , ଭାଦ୍ରପଦ - ଶରୀର ସୁସ୍ଥ ରହିବା ସହ ଯାତ୍ରାରେ ବିଶେଷ ଲାଭବାନ୍ ହେବେ । ଦାଂପତ୍ୟ ଜୀବନରେ ମଧୁରତା ବଢିବ । ଅଫିସରେ କର୍ମଚାରୀଙ୍କ ଉପରେ ବିରକ୍ତ ରୁହନ୍ତୁ ନାହିଁ । ବନ୍ଧୁଙ୍କ ସାହାର୍ଯ୍ୟ ଦ୍ୱାରା କଠିନ କାର୍ଯ୍ୟ କରିବେ । ବ୍ୟବସାୟରେ ବିରାଟ ଯୋଜନାର ସଂକଳ୍ପ ନେବେ

ଉ , ଭଦ୍ରପଦ - ରାଜନୀତିରେ ଲୋକ ପ୍ରିୟତା ଦେଖା ଦେବ । ଶିକ୍ଷା କ୍ଷେତ୍ରରେ ଅଧିକ ଅବହେଳା କରିବେ । ପ୍ରେମିକ ପ୍ରେମିକା ମାନଙ୍କର କ୍ରୋଧ ଆୟତରେ ନ ରଖିଲେ କ୍ଷତି ସହିବେ । କଳା, ସାହିତ୍ୟ , ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । କୈାଣସି ମୂଲ୍ୟବାନ୍ ଉପହାର ପ୍ରାପ୍ତି ହେବେ ।

ରେବତୀ – ମାଲିମକନ୍ଦମାରେ ଫସି ଯାଇ ପାରନ୍ତି । ମହିଳା ମାନେ ଗୃହ ଚିନ୍ତାରେ ବ୍ୟସ୍ତ ରହିବେ । ପରିବାରରେ ଅଯଥା ଝଗଡା ବଢିଯିବା ଫଳରେ ନିଜେ ଲଜ୍ଜିତ ହେବ । କ୍ୟାରୀୟରରେ ସକାରାତ୍ମକ ପ୍ରଭାବ ପଡିବ । କର୍ମଚାରୀ ଓ ଶ୍ରମିକମାନେ ବେସୀ ଉପକୃତ ହେବେ ।

ପ୍ରତିକାର – ହଳଦିଆ ରଙ୍ଗର ପୋଷାକ ପରିଧାନ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :