• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th Dec 2022: ଏହି ରାଶିର ବ୍ୟକ୍ତିଙ୍କର ଆଜି ଆକସ୍ମିକ ଧନ ଲାଭ ହୋଇପାରେ

ସୈାର ଧନୁ ମାସ ପୌଷ ଶୁକ୍ଲପକ୍ଷ । ଇଂରାଜୀରେ ୨୪ ତାରିଖ ଶନିବାର ।ଚନ୍ଦ୍ର – ଧନୁ ରାତ୍ରି ୦୩.୩୦ ଗତେ ମକର,ତିଥି- ପ୍ରତିପଦ ଦିବା ୧୨.୦୬ ଗତେ ୨ୟା,ଘାତ ଚନ୍ଦ୍ର-,ତୁଳା ଓ କୁମ୍ଭ ରାତ୍ରି ୦୩.୩୦ ଗତେ ସିଂହ,ଘାତ ବାର – ବୃଷ, ସିଂହ ଓ କନ୍ୟା,ପୁଷ୍କର ଦୋଷ – ୧ପାଦ - କୃଷିିହାନି- ଭୂମିଦାନ ଦିବା ୧୨.୦୬ ଗତେ ୨ପାଦ ।

Gemini

ମିଥୁନ

Saturday 24 Dec 2022

ମୃଗଶିରା - ବନ୍ଧୁଙ୍କର ସାହାଯ୍ୟରେ ଅଟକି ରହିଥିବା କାମକୁ ପୁରା କରିବେ । ବିଭିିନ୍ନ ଅନୁଷ୍ଠାନ ଓ ସଂଗଠନ କ୍ଷେତ୍ରରେ ନିଜକୁ ସାମିଲ କରିବା ସହିତ ନିଜର ଦକ୍ଷତା ପ୍ରତିପାଦିତ କରିବେ । ଯାତ୍ରା ସମୟରେ କୈାଣସି ପଦ ବ୍ୟକ୍ତିଙ୍କ ସାନିଦ୍ଧ୍ୟ ପାଇ ପାରନ୍ତି । ବାଣିଜ୍ୟ ବ୍ୟବସାୟ ଓ ପରିବହନରୁ ଲାଭବାନ୍ ହେବେ

ଆଦ୍ରା - ଲକ୍ଷ୍ୟ ପ୍ରାପ୍ତି ସଫଳ ହେବେ । ରାଜନୀତି କ୍ଷେତ୍ରରେ କିଛି ପଦପଦବୀ ପ୍ରାପ୍ତ ହୋଇପାରେ । ଛାତ୍ର ଛତ୍ରୀ ମାନେ ଅଧିକ ସମୟ ଖେଳରେ କଟାଇବେ । ଦୀର୍ଘଦିନର ଅଭିଳାଷ ପୂରଣ ହେବ । ସମ୍ମାନ ବୃଦ୍ଧି ଘଟିବ ଓ ପ୍ରତିଭାର ବିକାଶ ଘଟିବ । ଅନ୍ୟକୁ ସାହାର୍ଯ୍ୟ କରି ଖୁସି ଅନୁଭବ କରିବେ

ପୁନର୍ବସୁ - ବହୁ ଦିନରୁ ସମାଧାନ ହୋଇ ନପାରୁଥିବା ସମସ୍ୟା ସମାଧାନ ହୋଇ ଯିବ । ନିଜର ବାସସ୍ଥାନ କରିବା ପାଇଁ ନୂତନ ଜମିଜମା କ୍ରୟ କରିବା ପାଇଁ ଯୋଜନା କରିପାରନ୍ତି । ଘରେ କିଛି ମାଙ୍ଗଳିକ କାର୍ଯ୍ୟ କରିବା ପାଇ ବନ୍ଧୁଙ୍କ ପରାମର୍ଶ କରିପାରନ୍ତି

ପ୍ରତିକାର – ଦର୍ତାତ୍ରେୟଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :