• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th Dec 2022: ଏହି ରାଶିର ବ୍ୟକ୍ତିଙ୍କର ଆଜି ଆକସ୍ମିକ ଧନ ଲାଭ ହୋଇପାରେ

ସୈାର ଧନୁ ମାସ ପୌଷ ଶୁକ୍ଲପକ୍ଷ । ଇଂରାଜୀରେ ୨୪ ତାରିଖ ଶନିବାର ।ଚନ୍ଦ୍ର – ଧନୁ ରାତ୍ରି ୦୩.୩୦ ଗତେ ମକର,ତିଥି- ପ୍ରତିପଦ ଦିବା ୧୨.୦୬ ଗତେ ୨ୟା,ଘାତ ଚନ୍ଦ୍ର-,ତୁଳା ଓ କୁମ୍ଭ ରାତ୍ରି ୦୩.୩୦ ଗତେ ସିଂହ,ଘାତ ବାର – ବୃଷ, ସିଂହ ଓ କନ୍ୟା,ପୁଷ୍କର ଦୋଷ – ୧ପାଦ - କୃଷିିହାନି- ଭୂମିଦାନ ଦିବା ୧୨.୦୬ ଗତେ ୨ପାଦ ।

Cancer

କର୍କଟ

Saturday 24 Dec 2022

ପୁନର୍ବସୁ - ଆଶା କରୁଥିବା ଦିଗରୁ ସଫଳତା ପାଇବେ । ପ୍ରାୟତଃ ସବୁ ସମସ୍ୟାକୁ ସମାଧାନ କରିବାରେ ସକ୍ଷମ ହେବେ । ପୂର୍ବରୁ କରିଥିବା ଭୁଲ କର୍ମ ପାଇଁ ପ୍ରାୟଶ୍ଚିତ କରିବେ । ବ୍ୟବସାୟ କ୍ଷେତ୍ରରେ ଉଚ୍ଚଫଳ ପ୍ରାପ୍ତି ହୋଇପାରେ । ଆର୍ଥିକ ସମସ୍ୟା ନିଶ୍ଚିନ୍ତ ରୂପେ ସମାଧାନ ହୋଇଯିବ ।

ପୁଷ୍ୟା – ଶିକ୍ଷାତ୍ରୀ ମାନେ ଦେଇଥିବା ପରିକ୍ଷାରେ କୃତକାର୍ଯ୍ୟ ହେବେ । ସାମ୍ବାଦିକ ମାନେ ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ । । ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବା ସହ ଦାମ୍ପତ୍ୟ ସୁଖରେ ଆଶା ଜନକ ଫଳପ୍ରାପ୍ତି ହେବ ।

ଅଶ୍ଳେଷା - ସମ୍ପତି ବୃଦ୍ଧି ହୋଇପାରେ । କ୍ରୋଧକୁ ନିୟଣନ୍ତ୍ରରେ ନରଖିଲେ ଅସୁବିଧାରେ ପଡିବେ । ମହିଳା ମାନେ ପ୍ରଂଶସାର ପାତ୍ର ହେବେ । ଅଫିସ୍‌ରେ ଭଲ କାମ ପାଇଁ ପୁରସ୍କୃତ ହୋଇ ପାରନ୍ତି । ସଭାସମିତି ଓ ସାଂଗଠନିକ କ୍ଷେତ୍ରରେ ପ୍ରଂଶସିତ ହେବେ । ପୂର୍ବ ଶତ୍ରୁମାନେ ପରାସ୍ତ ହେବେ ।

ପ୍ରତିକାର – ଶ୍ରୀ ଗଣେଷଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :