• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th Dec 2022: ଏହି ରାଶିର ବ୍ୟକ୍ତିଙ୍କର ଆଜି ଆକସ୍ମିକ ଧନ ଲାଭ ହୋଇପାରେ

ସୈାର ଧନୁ ମାସ ପୌଷ ଶୁକ୍ଲପକ୍ଷ । ଇଂରାଜୀରେ ୨୪ ତାରିଖ ଶନିବାର ।ଚନ୍ଦ୍ର – ଧନୁ ରାତ୍ରି ୦୩.୩୦ ଗତେ ମକର,ତିଥି- ପ୍ରତିପଦ ଦିବା ୧୨.୦୬ ଗତେ ୨ୟା,ଘାତ ଚନ୍ଦ୍ର-,ତୁଳା ଓ କୁମ୍ଭ ରାତ୍ରି ୦୩.୩୦ ଗତେ ସିଂହ,ଘାତ ବାର – ବୃଷ, ସିଂହ ଓ କନ୍ୟା,ପୁଷ୍କର ଦୋଷ – ୧ପାଦ - କୃଷିିହାନି- ଭୂମିଦାନ ଦିବା ୧୨.୦୬ ଗତେ ୨ପାଦ ।

Leo

ସିଂହ

Saturday 24 Dec 2022

ମଘା – ଶରୀର ସୁସ୍ଥ ଓ ମନ ପ୍ରସନ୍ନ ରହିବ । ପ୍ରେମ ସମ୍ପର୍କରେ ମଧୁରତା ବଢିବ । ଅଫିସ କାମରେ ମନ୍ଥର ଗତିରେ ପୂରା ହେବ । ବ୍ୟବସାୟରେ ଯୋଜନାବଦ୍ଧ ରୂପେ କାମ କରିବେ । ଅସନ୍ତୋଷ ଭାବନାକୁ ନିଜ ଅବୈଧ ହେବାକୁ ଦିଅନ୍ତୁ ନାହିଁ । ମହିଳା ମାନେ ସମସ୍ତଙ୍କ ପ୍ରତି ବ୍ୟବହାର ଭଲ ରଖିବେ ।

ପୂ , ଫାଲଗୁନୀ - ସାସୃତିକ ପରିବେଶରେ ଯୋଗ ଦାନ କରିବେ । କମ୍ ପରିଶ୍ରମ କରି ନିଜର ଉଦେଶ୍ୟ ହାସଲ କରିନେବେ । ଚାକିରୀ କ୍ଷେତ୍ରରେ ବିରୋଧି ଦଳଙ୍କ ସଂଖ୍ୟା ବଢିପାରେ । ଶିକ୍ଷାକ୍ଷେତ୍ରରେ ଉଚ୍ଚକାଂକ୍ଷା ପୁର୍ତିର ଫଳ ସ୍ୱରୂପ ନିଜ କ୍ଷେତ୍ରରେ ଅଗ୍ରଣୀ ଭୂମିକା ଗ୍ରହଣ କରି ପାରିବେ ।

ଉ ,ଫାଲଗୁନୀ – ରାଜନୀତିରେ ନେତୃତ୍ୱ ବୃଦ୍ଧି ହେବ । ଅଧିକ ଖର୍ଚ୍ଚକରି ଭୂମିକ୍ରୟ କରିବେ । ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରି ପ୍ରଂଶସିତ ହେବେ । ଶିଳ୍ପ ବାଣିଜ୍ୟରେ କ୍ଷେତ୍ରରେ ଅଭିବୃଦ୍ଧି ଘଟିପାରେ । ପରହାତରେ ଥିବା ଧନ ସହଜରେ ପ୍ରାପ୍ତ ହେବ ।

ପ୍ରତିକାର – ରାମଙ୍କର ମୂଳ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :