• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th Dec 2022: ଏହି ରାଶିର ବ୍ୟକ୍ତିଙ୍କର ଆଜି ଆକସ୍ମିକ ଧନ ଲାଭ ହୋଇପାରେ

ସୈାର ଧନୁ ମାସ ପୌଷ ଶୁକ୍ଲପକ୍ଷ । ଇଂରାଜୀରେ ୨୪ ତାରିଖ ଶନିବାର ।ଚନ୍ଦ୍ର – ଧନୁ ରାତ୍ରି ୦୩.୩୦ ଗତେ ମକର,ତିଥି- ପ୍ରତିପଦ ଦିବା ୧୨.୦୬ ଗତେ ୨ୟା,ଘାତ ଚନ୍ଦ୍ର-,ତୁଳା ଓ କୁମ୍ଭ ରାତ୍ରି ୦୩.୩୦ ଗତେ ସିଂହ,ଘାତ ବାର – ବୃଷ, ସିଂହ ଓ କନ୍ୟା,ପୁଷ୍କର ଦୋଷ – ୧ପାଦ - କୃଷିିହାନି- ଭୂମିଦାନ ଦିବା ୧୨.୦୬ ଗତେ ୨ପାଦ ।

Virgo

କନ୍ୟା

Saturday 24 Dec 2022

ଉ , ଫାଲଗୁନୀ – ଯୋଗାଯୋଗ ଅଭାବ ହେତୁ ସମ୍ପର୍କ ମଧ୍ୟରେ ଦୂରତା ରହିପାରେ । ବାହାରେ ଖାଦ୍ୟ ଖାଇବା ଠାରୁ ଦୂରରେ ରୁହନ୍ତୁ । ଜୀବନ ସାଥିଙ୍କୁ ପ୍ରତ୍ୟେକ ଅସୁବିଧାରୁ ରକ୍ଷା କରିବାକୁ ଚେଷ୍ଟା କରିବେ । କର୍ମ କ୍ଷେତ୍ରରେ ପରିଶ୍ରମ ଓ ମେହନତର ପରିମାଣ ମିଳିବ ।

ହସ୍ତା – ବ୍ୟବସାୟୀ ମାନେ ବିନା ପରିଶ୍ରମରେ ଅଧିକ ଲାଭବାନ୍ ହେବେ । କଳା ଓ ସାହିତ୍ୟ କ୍ଷେତ୍ରରେ ଆଗ୍ରହ ବଢିବ । ସାମାଜିକ ଭାବମୂର୍ତି ସୁରକ୍ଷା ହେବ । ଅଫିସ୍‌ରେ ଆପଣଙ୍କର ପଦୋନ୍ନତି ବିଷୟରେ ଆଲୋଚନା କରିପାରନ୍ତି । ନ୍ୟାୟମାର୍ଗ ଓ ମିଠା ବଚନକୁ ନିଜର ଭୂଷଣଭାବି କର୍ମ କରିଲେ ଲାଭବାନ୍ ହେବେ

ଚିତ୍ରା – ଶତୃମାନେ ମିତ୍ରପରି ବ୍ୟବହାର କରିବେ । ଭାଷଣ ବାଜିରେ କ୍ରୋଧକୁ ଆୟତକରି ଉଚିତ୍ କାର୍ଯ୍ୟ ବିଷୟରେ ପରାମର୍ଶ ଦେବା ଫଳରେ ପ୍ରଂଶସିତ ହେବେ । ପରିଚିତ ଲୋକଙ୍କଠାରୁ ଅଧିକ ଲାଭ ମିଳିବ । କୈାଣସି କାମରେ ବିଶେଷ ଜ୍ଞାନ ହାସିଲ କରିବେ । ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ

ପ୍ରତିକାର - ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :