• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th Dec 2022: ଏହି ରାଶିର ବ୍ୟକ୍ତିଙ୍କର ଆଜି ଆକସ୍ମିକ ଧନ ଲାଭ ହୋଇପାରେ

ସୈାର ଧନୁ ମାସ ପୌଷ ଶୁକ୍ଲପକ୍ଷ । ଇଂରାଜୀରେ ୨୪ ତାରିଖ ଶନିବାର ।ଚନ୍ଦ୍ର – ଧନୁ ରାତ୍ରି ୦୩.୩୦ ଗତେ ମକର,ତିଥି- ପ୍ରତିପଦ ଦିବା ୧୨.୦୬ ଗତେ ୨ୟା,ଘାତ ଚନ୍ଦ୍ର-,ତୁଳା ଓ କୁମ୍ଭ ରାତ୍ରି ୦୩.୩୦ ଗତେ ସିଂହ,ଘାତ ବାର – ବୃଷ, ସିଂହ ଓ କନ୍ୟା,ପୁଷ୍କର ଦୋଷ – ୧ପାଦ - କୃଷିିହାନି- ଭୂମିଦାନ ଦିବା ୧୨.୦୬ ଗତେ ୨ପାଦ ।

Libra

ତୁଳା

Saturday 24 Dec 2022

ଚିତ୍ରା – ସାମୟିକ ଶାରୀରିକ ଦୁର୍ବଳତା ଅନୁଭବ କରିବେ । ଭାଇ-ବନ୍ଧୁଙ୍କ ସହ ବିବାଦ ଦେଖାଦେଇ ପାରେ । କର୍ମ କ୍ଷେତ୍ରରେ ନୂତନ ନିଯୁକ୍ତିର ସୂଚନା ମିଳିବ । ପାରିବାରିକ ସୁଖ ଅପେକ୍ଷା ବ୍ୟକ୍ତିଗତ ସୁଖକୁ ଅଧିକ ଗୁରୁତ୍ୱ ଦେବେ । ସର୍ବସାଧାରଣ କାର୍ଯ୍ୟ ଏବଂ ନୂତନ ପ୍ରକଳ୍ପ ପ୍ରତି ଆଗ୍ରହ ବୃଦ୍ଧି ପାଇବ ।

ସ୍ୱାତୀ – ବ୍ୟବସାୟରେ ସାମାନ୍ୟ ଲାଭ ରହିବ । ରାଜନୈତିକ କ୍ଷେତ୍ରରେ ନୂଆ ସମ୍ମାନ ମିଳିବ । ଛାତ୍ରଛାତ୍ରି ମାନେ ସଫଳତା ଦିଗରେ ଆଗେଇବେ । କାରବାର ସି୍ଥତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ । ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ ।

ବିଶାଖା – ନୂତନ ଜମି କ୍ରୟ କରିବାର ସୁଯୋଗ ଆସିବ । ଗୃହିଣୀ ମାନେ କାର୍ଯ୍ୟ ବ୍ୟସ୍ତତା ରହିବେ । ବିଦେଶରେ ରହି ବ୍ୟବସାୟ କରୁଥିବା ବ୍ୟକ୍ତିମାନଙ୍କ ପାଇଁ ଅତ୍ୟଧିକ ଲାଭ ପାଇବେ । ନିର୍ବାଚନ କ୍ଷେତ୍ରରେ ଶତୃମାନଙ୍କୁ ମୁକାବିଲା କରିପାରିବେ ।

ପ୍ରତିକାର – କମଳାଙ୍କର ମୂଳ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :