• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th Dec 2022: ଏହି ରାଶିର ବ୍ୟକ୍ତିଙ୍କର ଆଜି ଆକସ୍ମିକ ଧନ ଲାଭ ହୋଇପାରେ

ସୈାର ଧନୁ ମାସ ପୌଷ ଶୁକ୍ଲପକ୍ଷ । ଇଂରାଜୀରେ ୨୪ ତାରିଖ ଶନିବାର ।ଚନ୍ଦ୍ର – ଧନୁ ରାତ୍ରି ୦୩.୩୦ ଗତେ ମକର,ତିଥି- ପ୍ରତିପଦ ଦିବା ୧୨.୦୬ ଗତେ ୨ୟା,ଘାତ ଚନ୍ଦ୍ର-,ତୁଳା ଓ କୁମ୍ଭ ରାତ୍ରି ୦୩.୩୦ ଗତେ ସିଂହ,ଘାତ ବାର – ବୃଷ, ସିଂହ ଓ କନ୍ୟା,ପୁଷ୍କର ଦୋଷ – ୧ପାଦ - କୃଷିିହାନି- ଭୂମିଦାନ ଦିବା ୧୨.୦୬ ଗତେ ୨ପାଦ ।

Scorpio

ବିଛା

Saturday 24 Dec 2022

ବିଶାଖା – ମିତ୍ର ବନ୍ଧୁ ମାନଙ୍କ ପରିସର ବୃଦ୍ଧି ପାଇବ । ବୃଦ୍ଧି ବିଦ୍ୟାର ଉତମ ଉପଯୋଗ କରି କାର୍ଯ୍ୟରେ ସଫଳତା ପାଇବେ । ବ୍ୟବସାୟ ସମ୍ବନ୍ଧରେ ବଡ ଚୁକ୍ତି ହୋଇପାରେ । ପାରିବାରିକ କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ ହେବ । ସରକାରୀ ସଂସ୍ଥା କାମରେ ସହଯୋଗ କରି ପାରନ୍ତି ।

ଅନୁରାଧା – ରାଜନୈତିକ କ୍ଷେତ୍ରରେ ସଫଳତା ପାଇବେ । ଆର୍ଥିକ କ୍ଷୟକ୍ଷତି ଦେଖା ଦେଇପାରେ । ଶିକ୍ଷାର୍ଥୀ ମାନେ ଅଧ୍ୟୟନ ଦିଗରେ ମନ ବଳାଇବେ । ନିଜର ଚତୁରତା ଓ ବିବେକରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେଇ ପାରିବେ । ଉତମ ରୋଜଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ କିଛି ବ୍ୟୟ ହେବ ।

ଜ୍ୟେଷ୍ଠା – ଧନ ସଂମ୍ପତି ବୃଦ୍ଧି ହୋଇପାରେ । ମହିଳା ମାନେ ଆତ୍ମ ସମ୍ମାନ ବଜାୟ ରଖିବେ । ନୂଆ ଲୋକଙ୍କ ସହିତ ହାତେ ମାପି ଚାଖଣ୍ଡେ ଚାଲନ୍ତୁ । ବିଚାର ବିଭାଗ ରାୟ ସପକ୍ଷରେ ଯିବ । ଭାଗ୍ୟର ପରିବର୍ତନ ହେଲାଭଳି ଉନ୍ନତି ପଥରେ ଅଗ୍ରସର ହେବେ । ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ସଫଳ ହେବେ ।

ପ୍ରତିକାର – ମାଆ ମଙ୍ଗଳା ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :