• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th Dec 2022: ଏହି ରାଶିର ବ୍ୟକ୍ତିଙ୍କର ଆଜି ଆକସ୍ମିକ ଧନ ଲାଭ ହୋଇପାରେ

ସୈାର ଧନୁ ମାସ ପୌଷ ଶୁକ୍ଲପକ୍ଷ । ଇଂରାଜୀରେ ୨୪ ତାରିଖ ଶନିବାର ।ଚନ୍ଦ୍ର – ଧନୁ ରାତ୍ରି ୦୩.୩୦ ଗତେ ମକର,ତିଥି- ପ୍ରତିପଦ ଦିବା ୧୨.୦୬ ଗତେ ୨ୟା,ଘାତ ଚନ୍ଦ୍ର-,ତୁଳା ଓ କୁମ୍ଭ ରାତ୍ରି ୦୩.୩୦ ଗତେ ସିଂହ,ଘାତ ବାର – ବୃଷ, ସିଂହ ଓ କନ୍ୟା,ପୁଷ୍କର ଦୋଷ – ୧ପାଦ - କୃଷିିହାନି- ଭୂମିଦାନ ଦିବା ୧୨.୦୬ ଗତେ ୨ପାଦ ।

Capricorn

ମକର

Saturday 24 Dec 2022

ଉ , ଷାଢା - ପ୍ରିୟତମଙ୍କ ସହ ଆପଣଙ୍କ ସମ୍ବନ୍ଧ ଭଲ ହେବ । କର୍ମ ପାଇଁ ସମ୍ମାନିତ ଦକ୍ଷତା ପ୍ରତିପାଦିତ ହେବେ । ନୂତନ କାର୍ଯ୍ୟକୁ ନେଇ ସେଥିରେ କୃତକାର୍ଯ୍ୟ ହେବେ । ଗମନା ଗମନ କରିବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ । ବିଦେଶରେ ଥିବା ସପଂର୍କୀୟ ଠାରୁ ଶୁଭ ଖବର ପାଇବେ ।

ଶ୍ରବଣା – କାରବାରରେ ଆପଣଙ୍କୁ ପ୍ରଚୁର ଲାଭ ହେବ । ନେତା ବା ଉଚ୍ଚପଦସ୍ଥ ଅଧୀକାରୀଙ୍କ ସହିତ ରହିବାର ସୁଯୋଗ ମିଳିବ । ପଢାପଢିରେ ଓ ପରିକ୍ଷାରେ ସମଫଳ ମିଳିବ । ଚାକିରିରେ ଦୂର ଯାତ୍ରାର ସମ୍ଭାବନା ରହିଛି । ଅଜଣା ଶତୃ ଆପଣଙ୍କର କ୍ଷତି କରି ପାରନ୍ତି ।

ଧନିଷ୍ଠା – ଗୃହସୀମା ମହିଳା ମାନେ ନୂଆ କିଛି କରିବା ପାଇଁ ଚେଷ୍ଟା କେରିବେ । ମହିଳା ମାନେ ବହୁତ କଷ୍ଟ ପାଇବେ । । ପ୍ରଶାସନିକ ସ୍ତରରେ ସମସ୍ୟା ସମାଧାନରେ ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ । ଖୋଳାଳି ମାନେ ଉତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ ।

ପ୍ରତିକାର – ସୂର୍ଯ୍ୟଙ୍କର ଗାୟିତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :