• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th Dec 2023 : ସାବଧାନ୍‌! ବିଶ୍ୱାସୀ ଲୋକ ଧୋକା ଦେଇପାରନ୍ତି...

ସୈାର ଧନୁମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୨୪ ତାରିଖ ରବିବାର ଚନ୍ଦ୍ର- ବୃଷ ଅହୋରାତ୍ର ତିଥି- ୧୨ଶୀ ପ୍ରାତଃ ୦୬.୨୪ ଗତେ ୧୩ଶୀ (କ୍ଷୟ) ନିଶାନ୍ତ ୦୫.୫୫ ଗତେ ୧୪ଶୀ ଘାତଚନ୍ଦ୍ର- ବିଛା ରାଶିର ଅହୋରାତ୍ର

Aries

ମେଷ

Sunday 24 Dec 2023

ମେଷ-
ଅଶ୍ୱନୀ- ପାରିବାରିକ କ୍ଷେତ୍ର ଶୃଙ୍ଖଳିତ ରହିବା ସାଙ୍ଗକୁ ଅର୍ଥଲାଭ ହୋଇପାରେ । କର୍ମକ୍ଷେତ୍ରରେ ବନ୍ଧୁଙ୍କ ପ୍ରତିଶ୍ରୁତି ପାଇ ଆସ୍ୱସ୍ତି ଅନୁଭବ କରିବେ । ବ୍ୟବସାୟରେ ସାମାନ୍ୟ ଲାଭ ମିଳିବ । ଚାକିରୀରେ ବେତନ ବୃଦ୍ଧିର ସମ୍ଭାବନା ଅଛି ।
ଦ୍ୱିଜା- ରାଜନୀତି କ୍ଷେତ୍ରରେ ଯଶ ମାନକୁ ଅଧିକ ମହତ୍ୱ ଦେଇ ସମ୍ମାନ ପାଇବେ ।  କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ। 
କୃତିକା- ଆକସ୍ମିକ ଭାବରେ ମୋଟା ଅଙ୍କର ଅର୍ଥ ଆବଶ୍ୟକ ହୋଇପାରେ । ସତର୍କରେ ପଦକ୍ଷପ ନନେଲେ ଲକ୍ଷ ସାଧନରେ ବିଳମ୍ବ ଘଟିବ । ମହିଳା ମାନେ ଅନ୍ୟକୁ ସାହା କରିବେ
ପ୍ରତିକାର -  ହନୁମାନଙ୍କର ଆରାଧନା କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :