• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th Dec 2023 : ସାବଧାନ୍‌! ବିଶ୍ୱାସୀ ଲୋକ ଧୋକା ଦେଇପାରନ୍ତି...

ସୈାର ଧନୁମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୨୪ ତାରିଖ ରବିବାର ଚନ୍ଦ୍ର- ବୃଷ ଅହୋରାତ୍ର ତିଥି- ୧୨ଶୀ ପ୍ରାତଃ ୦୬.୨୪ ଗତେ ୧୩ଶୀ (କ୍ଷୟ) ନିଶାନ୍ତ ୦୫.୫୫ ଗତେ ୧୪ଶୀ ଘାତଚନ୍ଦ୍ର- ବିଛା ରାଶିର ଅହୋରାତ୍ର

Taurus

ବୃଷ

Sunday 24 Dec 2023

କୃତିକା- ସ୍ୱାସ୍ଥ୍ୟ ପୂର୍ବ ଅପେକ୍ଷା ଭଲ ରହିବ । ବ୍ୟବସାୟରେ ନୂଆ ଗୋଷ୍ଠୀ ସହିତ ଯୋଡି ହେବା ପାଇଁ ଚେଷ୍ଟା କରିବେ । କର୍ମକ୍ଷେତ୍ରରେ ସହକର୍ମୀମାନେ ସହଯୋଗର ହାତ ବଢାଇବେ

ରୋହିଣୀ- ରାଜନିତିରେ ପଦମର୍ଯ୍ୟଦା  ବୃଦ୍ଧି ପାଇବ । ବନ୍ଧୁଙ୍କ ନିକଟରୁ ଆଶା କରୁଥିବା ଶୁଭ ଖବର ଶୁଣି ଖୁସି ହେବେ । ସାମ୍ବାଦିକତା କ୍ଷେତ୍ରରେ ପ୍ରଂଶସା ସାଉଟିବେ । ଶିକ୍ଷାର୍ଥୀ ମାନେ ପଢାରେ ସଫଳତା ପାଇବେ ।

ମୃଗଶିରା- ଜମିଜମା ବାବଦରେ ଖର୍ଚ୍ଚ ପରିମାଣ ଦିଗୁଣା ହୋଇପାରେ । ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ ଓ କଳା, ସାହିତ୍ୟରେ ଉନ୍ନତି କରିବେ। ପରିବହନ, ବ୍ୟବସାୟ କ୍ଷେତ୍ରରେ ପ୍ରତିବନ୍ଧକ ଦେଖାଦେଇପାରେ।

ପ୍ରତିକାର – ମା କମଳାଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :