• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th Dec 2023 : ସାବଧାନ୍‌! ବିଶ୍ୱାସୀ ଲୋକ ଧୋକା ଦେଇପାରନ୍ତି...

ସୈାର ଧନୁମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୨୪ ତାରିଖ ରବିବାର ଚନ୍ଦ୍ର- ବୃଷ ଅହୋରାତ୍ର ତିଥି- ୧୨ଶୀ ପ୍ରାତଃ ୦୬.୨୪ ଗତେ ୧୩ଶୀ (କ୍ଷୟ) ନିଶାନ୍ତ ୦୫.୫୫ ଗତେ ୧୪ଶୀ ଘାତଚନ୍ଦ୍ର- ବିଛା ରାଶିର ଅହୋରାତ୍ର

Pisces

ମୀନ

Sunday 24 Dec 2023

ପୂ,ଭାଦ୍ରପଦ- ପୁରାତନ ରୋଗରୁ ଉପସମ ମିଳିବ ।  ମଧୁର କଥାରେ ପରକୁ ଆପଣାର କରିପାରନ୍ତି । କର୍ମ କ୍ଷେତ୍ରରେ ସ୍ଥାନାନ୍ତରର ଯୋଗ ରହିଛି । 

ଉ,ଭାଦ୍ରପଦ- ସଂଗଠନ, ରାଜନୀତି, ପ୍ରତିଦ୍ୱନ୍ଦ୍ୱିତା ତଥା ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ। ବ୍ୟବସାୟିକ ସଫଳତା ମିଳିବ କିନ୍ତୁ ପୂର୍ଣ୍ଣ ସନ୍ତୋଷଜନକ ହେବ ନାହିଁ । ଛାତ୍ରଛାତ୍ରୀ ମାନେ ଉଚ୍ଚଶିକ୍ଷାରେ ଭଲ ସଫଳତା ପାଇବେ । 

ରେବତୀ- ପ୍ରତ୍ୟେକ କ୍ଷେତ୍ରରେ ଅନ୍ତର୍ଦ୍ୱନ୍ଦ୍ୱ ଲାଗି ରହିବା କାରଣରୁ ଠିକ୍ ନିଷ୍ପତ୍ତି ନେବା ସହଜସାଧ୍ୟ ନ ହୋଇପାରେ। ଅର୍ଥନୈତିକ, ପ୍ରଶାସନିକ, ସାମାଜିକ ଓ ରାଜନୈତିକ ସ୍ଥିତି ମଧ୍ୟମ ପ୍ରକାରର ରହିବ। ଧାର୍ମିକ କାର୍ଯ୍ୟରେ ଯୋଗ ଦେବେ ।

ପ୍ରତିକାର- ଧର୍ମସ୍ଥଳରେ ଚାଉଳ ଦାନ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :