• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th Dec 2023 : ସାବଧାନ୍‌! ବିଶ୍ୱାସୀ ଲୋକ ଧୋକା ଦେଇପାରନ୍ତି...

ସୈାର ଧନୁମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୨୪ ତାରିଖ ରବିବାର ଚନ୍ଦ୍ର- ବୃଷ ଅହୋରାତ୍ର ତିଥି- ୧୨ଶୀ ପ୍ରାତଃ ୦୬.୨୪ ଗତେ ୧୩ଶୀ (କ୍ଷୟ) ନିଶାନ୍ତ ୦୫.୫୫ ଗତେ ୧୪ଶୀ ଘାତଚନ୍ଦ୍ର- ବିଛା ରାଶିର ଅହୋରାତ୍ର

Gemini

ମିଥୁନ

Sunday 24 Dec 2023

ମୃଗଶିରା- ଅର୍ଥନୈତିକ ଅଭିବୃଦ୍ଧି ଓ ବୈଷୟିକ ସୁଖ, ସମୃଦ୍ଧି ମନକୁ ଖୁସି କରିବାରେ ସାହାଯ୍ୟ କରିବ । ପୁରୁଣା ରାଗ ଶୁଝାଇବା ସକାଶେ କେହି ଜଣେ ମିଥ୍ୟା ଅଭିଯୋଗ ଆଣିପାରନ୍ତି।

ଆଦ୍ରା- ରାଜନିତିରେ ମିଥ୍ୟା ଗୁଜବ ମନକୁ ଅତଙ୍କିତ କରିବା ସହ ଅସି୍ଥରତା ସୃଷ୍ଟି କରିବ । ବିଦ୍ୟାର୍ଥୀ ମାନେ ବିଦେଶ ଯାଇପାରନ୍ତି । ନିଜର ପରିସର ବୃଦ୍ଧି ପାଇଁ ଯଥା ସମ୍ଭବ ପ୍ରୟାସ କରିବେ ।

ପୁନର୍ବସୁ- ଜମିଜମା ବିବାଦ ଜଟିଳ ହୋଇପାରେ । ଛୋଟବଡ ବିବାଦକୁ ଛାଡିଦେଲେ ସବୁ ଦୃଷ୍ଟିରୁ ଆପଣଙ୍କ ପାଇଁ ଅନୁକୂଳ ରହିବ । ମହିଳା ମାନେ ସହଯୋଗର ହାତ ବଢାଇବେ

ପ୍ରତିକାର – ବିଷ୍ଣୁଙ୍କର ସହସ୍ର ନାମ ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :