• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th Dec 2023 : ସାବଧାନ୍‌! ବିଶ୍ୱାସୀ ଲୋକ ଧୋକା ଦେଇପାରନ୍ତି...

ସୈାର ଧନୁମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୨୪ ତାରିଖ ରବିବାର ଚନ୍ଦ୍ର- ବୃଷ ଅହୋରାତ୍ର ତିଥି- ୧୨ଶୀ ପ୍ରାତଃ ୦୬.୨୪ ଗତେ ୧୩ଶୀ (କ୍ଷୟ) ନିଶାନ୍ତ ୦୫.୫୫ ଗତେ ୧୪ଶୀ ଘାତଚନ୍ଦ୍ର- ବିଛା ରାଶିର ଅହୋରାତ୍ର

Cancer

କର୍କଟ

Sunday 24 Dec 2023

ପୁନର୍ବସୁ- ଯେତେ ସତର୍କରେ ଚଳିଲେ ମଧ୍ୟ କିଛି  ନା କିଛି ସମସ୍ୟା ମନକୁ ଅସ୍ଥିର କରିବ। ଭୁଲ୍ ବୁଝାମଣାରୁ ସ୍ତ୍ରୀଙ୍କ ସହ ମତାନ୍ତର କିମ୍ବା ବନ୍ଧୁଙ୍କ ସହ ବିତର୍କ ଘଟିବ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଉନ୍ନତି କରିବେ।
ପୁଷ୍ୟା- ମାର୍କେଟିଂ ବିକ୍ରୟ ଯୋଗାଯୋଗରେ ସଫଳତା ପାଇବେ । ସମାଜରେ ପ୍ରତିଷ୍ଠା ବୃଦ୍ଧି ହୋଇପାରେ । କୌଣସି ପୋଗ୍ରାମରେ ଗୀତ ଗାଇବା ପାଇଁ  ସୁଯୋଗ ମିଳିପାରେ
ଅଶ୍ଲେଷା- ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳୀୟାନ ହେବେ । ବିଶେଷ ଭ୍ରମଣ ସ୍ବାସ୍ଥ୍ୟ ହାନିର କାରଣ ହୋଇପାରେ ।  ବନ୍ଧୁଙ୍କ ସହାୟତାରେ ଗତକାଲିର ସମସ୍ୟା ଆଜି ସମାଧାନ ହୋଇଯିବ।
ପ୍ରତିକାର – ଚନ୍ଦ୍ରଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ 

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :