• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th Dec 2023 : ସାବଧାନ୍‌! ବିଶ୍ୱାସୀ ଲୋକ ଧୋକା ଦେଇପାରନ୍ତି...

ସୈାର ଧନୁମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୨୪ ତାରିଖ ରବିବାର ଚନ୍ଦ୍ର- ବୃଷ ଅହୋରାତ୍ର ତିଥି- ୧୨ଶୀ ପ୍ରାତଃ ୦୬.୨୪ ଗତେ ୧୩ଶୀ (କ୍ଷୟ) ନିଶାନ୍ତ ୦୫.୫୫ ଗତେ ୧୪ଶୀ ଘାତଚନ୍ଦ୍ର- ବିଛା ରାଶିର ଅହୋରାତ୍ର

Leo

ସିଂହ

Sunday 24 Dec 2023

ମଘା- କଠିନ ଶ୍ରମ ସାମୟିକ ଭାବରେ ଶାରୀରିକ ଅସୁସ୍ଥି ଅନୁଭବ କରିପାରନ୍ତି । ଆଜିର କର୍ମକ୍ଷେତ୍ରରେ ସମ୍ମାନନୀୟ ବ୍ୟକ୍ତି ବିଶେଷ ସହାୟତା କରିବେ। ପଡ଼ୋଶୀଙ୍କ ସହ ସୁସମ୍ପର୍କ ରକ୍ଷା କରିବାରେ ସମର୍ଥ ହେବେ

ପୂ,ଫାଲଗୁନି- ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସଫଳତାର ସୁଯୋଗ ପାଇବେ । ଶତୃ ବୃଦ୍ଧି ହେଲେ ମଧ୍ୟ ଯେ କୌଣସି କାର୍ଯ୍ୟରେ ହାତ ଦେଲେ ବିଜୟୀ ହେବେ । 

ଉ,ଫାଲଗୁନି- ମାଙ୍ଗଳିକ କାର‌୍ୟ୍ୟ କରିବା ପାଇଁ ବିଚାର କରିବେ । ନୂଆ କଳାକୈାଶଳ ଶିଖିବାକୁ ସୁଯୋଗ ମିଳିବ । ରାଜନୀତିରେ ଥିବା ବ୍ୟକ୍ତି ମାନେ ସଫଳତା ପାଇବେ

ପ୍ରତିକାର – ସୂର୍ଯ୍ୟ ଦେବତାଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :