• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th Dec 2023 : ସାବଧାନ୍‌! ବିଶ୍ୱାସୀ ଲୋକ ଧୋକା ଦେଇପାରନ୍ତି...

ସୈାର ଧନୁମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୨୪ ତାରିଖ ରବିବାର ଚନ୍ଦ୍ର- ବୃଷ ଅହୋରାତ୍ର ତିଥି- ୧୨ଶୀ ପ୍ରାତଃ ୦୬.୨୪ ଗତେ ୧୩ଶୀ (କ୍ଷୟ) ନିଶାନ୍ତ ୦୫.୫୫ ଗତେ ୧୪ଶୀ ଘାତଚନ୍ଦ୍ର- ବିଛା ରାଶିର ଅହୋରାତ୍ର

Virgo

କନ୍ୟା

Sunday 24 Dec 2023

ଉ,ଫଳଗୁନି- ଶାରିରୀକ ସମସ୍ୟାରୁ ମୁକ୍ତି ପାଇବେ । ଜୀବନରେ ଉନ୍ନତି ପାଇଁ ନୂଆ ସୁଯୋଗ  ପାଇବେ । ଅଫିସରେ ଆପଣଙ୍କ ପାଖରେ କାମ ଅଧିକ ରହିବ

ହସ୍ତା- ପାରିବାରିକ ଜୀବନରେ ଉଚିତ ବୁଝାମଣା ରହିବ। କଞ୍ଚାମାଲର ଅଭାବ କାରଣରୁ ନିର୍ମାଣ କାର‌୍ୟ୍ୟ ବାଧାପ୍ରାପ୍ତ ହୋଇପାରେ। ଆନୁଷ୍ଠାନିକ କିମ୍ବା ସାଙ୍ଗଠନିକ କାର‌୍ୟ୍ୟରେ ପ୍ରଶଂସିତ ହେବେ।

ଚିତ୍ରା- କଳା, ସାହିତ୍ୟ, ଚଳଚ୍ଚିତ୍ର, ସଙ୍ଗୀତ ଓ ରାଜନୀତି କ୍ଷେତ୍ରରେ ବେଶ୍ ଆଦୃତ ହେବେ। ସାଙ୍ଗଠନିକ କାର‌୍ୟ୍ୟରେ, ସଭା ସମିତିରେ, ରାଜନୀତିରେ ନେତୃତ୍ୱ ନେଇ ପ୍ରଶଂସିତ ହୋଇପାରନ୍ତି।

ପ୍ରତିକାର- ଗରିବ ଲୋକଙ୍କୁ ସାହାର୍ଯ୍ୟ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :