• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th Dec 2023 : ସାବଧାନ୍‌! ବିଶ୍ୱାସୀ ଲୋକ ଧୋକା ଦେଇପାରନ୍ତି...

ସୈାର ଧନୁମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୨୪ ତାରିଖ ରବିବାର ଚନ୍ଦ୍ର- ବୃଷ ଅହୋରାତ୍ର ତିଥି- ୧୨ଶୀ ପ୍ରାତଃ ୦୬.୨୪ ଗତେ ୧୩ଶୀ (କ୍ଷୟ) ନିଶାନ୍ତ ୦୫.୫୫ ଗତେ ୧୪ଶୀ ଘାତଚନ୍ଦ୍ର- ବିଛା ରାଶିର ଅହୋରାତ୍ର

Libra

ତୁଳା

Sunday 24 Dec 2023

ଚିତ୍ରା- ସ୍ୱାସ୍ଥ୍ୟ କ୍ଷେତ୍ରରେ ଉନ୍ନତି ହେବ । ଦାମ୍ପତ୍ୟ ଜୀବନ ପ୍ରେମପୂର୍ବକ  ବିତିବ । ଅଫିସରେ କର୍ମଚାରୀଙ୍କ ଉପରେ  ବିରକ୍ତ ରୁହନ୍ତୁ ନାହିଁ ।
ସ୍ୱାତୀ- ରାଜନୈତିକ କ୍ଷେତ୍ରରେ ଯଶଲାଭ ହେବ । ନିଜର କର୍ତ୍ତବ୍ୟକୁ ଠିକ୍ ଭାବରେ ନିର୍ବାହ କରିପାରିବେ । ସାମୟିକ ଭାବପ୍ରବଣତା କିମ୍ବା ଅନ୍ୟମନସ୍କତା କାରଣରୁ କେତେକ ଭୁଲ୍ କରିପାରନ୍ତି।
ବିଶାଖା- କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ । ମହିଳା ମାନେ କାର୍ଯ୍ୟ ରେ ବ୍ୟସ୍ତ ରହିବେ ।  ବିଭିନ୍ନ ଅନୁଷ୍ଠାନ ଓ ସଂଗଠନ କ୍ଷେତ୍ରରେ ନିଜକୁ ସାମିଲ କରିବା ସହିତ ନିଜର ଦକ୍ଷତା ପ୍ରତିପାଦିତ କରିବେ 
ପ୍ରତିକାର – କମଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :