• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th Dec 2023 : ସାବଧାନ୍‌! ବିଶ୍ୱାସୀ ଲୋକ ଧୋକା ଦେଇପାରନ୍ତି...

ସୈାର ଧନୁମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୨୪ ତାରିଖ ରବିବାର ଚନ୍ଦ୍ର- ବୃଷ ଅହୋରାତ୍ର ତିଥି- ୧୨ଶୀ ପ୍ରାତଃ ୦୬.୨୪ ଗତେ ୧୩ଶୀ (କ୍ଷୟ) ନିଶାନ୍ତ ୦୫.୫୫ ଗତେ ୧୪ଶୀ ଘାତଚନ୍ଦ୍ର- ବିଛା ରାଶିର ଅହୋରାତ୍ର

Scorpio

ବିଛା

Sunday 24 Dec 2023

ବିଶାଖା- ସ୍ୱାସ୍ଥ୍ୟ ସମସ୍ୟାରେ ବହୁ ପରିମାଣରେ ହ୍ରାସ ପାଇବ ।  ସନ୍ତାନ ପକ୍ଷକୁ ନେଇ ଚିନ୍ତିତ ରହିବେ । ରାସ୍ତାଘାଟରେ ଯଥେଷ୍ଟ ସତର୍କତା ହୋଇ ଚଳିବା ଉଚିତ୍ । ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତି ହେବ 
ଅନୁରାଧା- ଶିକ୍ଷାର୍ଥୀ ମାନେ ଅଧ୍ୟୟନ ଦିଗରେ ମନ ବଳାଇବେ । ଦୂରଯାତ୍ରା, ବାଣିଜ୍ୟ, ବ୍ୟବସାୟ କାରବାର କ୍ଷେତ୍ରରେ ଉନ୍ନତି ଆସିବ । କର୍ମକ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ କରିବେ 
ଜ୍ୟେଷ୍ଠା- ମାଲିମୋକଦ୍ଦମା , ପରୀକ୍ଷା ପ୍ରତିଯୋଗିତା କ୍ଷେତ୍ରରେ ଉଚ୍ଚ ପ୍ରଶଂସିତ ହେବେ । କରଜଦାତାଙ୍କ ଚାପ ବୃଦ୍ଧି ପାଇବା କାରଣରୁ ସାମୟିକ ଦୁଶ୍ଚିନ୍ତା ବୃଦ୍ଧି ପାଇବ।
ପ୍ରତିକାର – ମା ଚର୍ଚ୍ଚିକାଙ୍କ ପୂଜା  ପାଠ  କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :