• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th Dec 2023 : ସାବଧାନ୍‌! ବିଶ୍ୱାସୀ ଲୋକ ଧୋକା ଦେଇପାରନ୍ତି...

ସୈାର ଧନୁମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୨୪ ତାରିଖ ରବିବାର ଚନ୍ଦ୍ର- ବୃଷ ଅହୋରାତ୍ର ତିଥି- ୧୨ଶୀ ପ୍ରାତଃ ୦୬.୨୪ ଗତେ ୧୩ଶୀ (କ୍ଷୟ) ନିଶାନ୍ତ ୦୫.୫୫ ଗତେ ୧୪ଶୀ ଘାତଚନ୍ଦ୍ର- ବିଛା ରାଶିର ଅହୋରାତ୍ର

Sagittarius

ଧନୁ

Sunday 24 Dec 2023

ମୂଳା- ନିଜର ଉଦାରତା ଓ ସହନଶୀଳତା ଗୁଣରୁ ସମସ୍ତଙ୍କର ଆଦରଣୀୟ ହେବେ । ପାରିବାରିକ କ୍ଷେତ୍ର ଗତାନୁଗତିକ ରୀତିରେ ଚାଲିବ । କର୍ମ କ୍ଷେତ୍ରରେ ଚିନ୍ତା କରିଥିବା କାମ ଗୁଡିକ ସହଜରେ ପୂରଣ ହେବ । 

ପୂ,ଷାଢା- ସନ୍ତାନଙ୍କ ଭାଗ୍ୟରେ ଏବଂ ଆର୍ଥିକ ସି୍ଥତି ଉନ୍ନତି ଦେଖାଦେବ । ସାମାଜିକ କାର୍ଯ୍ୟରେ ସଫଳତା ପାଇବେ । ଶିକ୍ଷାର୍ଥୀ ମାନଙ୍କ ପାଇଁ ଅଧ୍ୟୟନରେ ଆଗ୍ରହ ବଢିବ

ଉ,ଷାଢା-ଆକସ୍ମିକ ବିପଦ ଦେଖାଦେଇ ପାରେ । ସତର୍କତା ଅବଲମ୍ବନ ନକଲେ ପୈତୃକ ସମ୍ପତି ହସ୍ତାନ୍ତର ହୋଇପାରେ । ସଂଚାର କ୍ଷେତ୍ରରେ  ବ୍ୟକ୍ତିଙ୍କୁ ଲାଭ ମିଳିବ ବିଭିନ୍ନ କାରଣକୁ ନେଇ ମାନସିକ ଅସ୍ଥିରତା ସୃଷ୍ଟି ହୋଇପାରେ।

ପ୍ରତିକାର – ଶ୍ରୀ ରାମଙ୍କୁ ଆରଧନା କରନ୍ତୁ 

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :