• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th Dec 2023 : ସାବଧାନ୍‌! ବିଶ୍ୱାସୀ ଲୋକ ଧୋକା ଦେଇପାରନ୍ତି...

ସୈାର ଧନୁମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୨୪ ତାରିଖ ରବିବାର ଚନ୍ଦ୍ର- ବୃଷ ଅହୋରାତ୍ର ତିଥି- ୧୨ଶୀ ପ୍ରାତଃ ୦୬.୨୪ ଗତେ ୧୩ଶୀ (କ୍ଷୟ) ନିଶାନ୍ତ ୦୫.୫୫ ଗତେ ୧୪ଶୀ ଘାତଚନ୍ଦ୍ର- ବିଛା ରାଶିର ଅହୋରାତ୍ର

Capricorn

ମକର

Sunday 24 Dec 2023

ଉ,ଷାଢା- କାର‌୍ୟ୍ୟବ୍ୟସ୍ତତା ଓ ମାନସିକ ଚାପ ବୃଦ୍ଧି ପାଇବା କାରଣରୁ ମନ ଅଶାନ୍ତ ରହିବ। ସମୟାନ୍ତରେ ଆକସ୍ମିକ ଭାବରେ ଅଟକି ରହିଥିବା ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ। ପରିବାରେ ମନୋମାଳିନ୍ୟ ଓ ଆର୍ଥିକ ସଂଙ୍କଟ ଦୂରେଇଯିବ ।
ଶ୍ରବଣା- ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ସଫଳତା ଲାଭ କରିବେ । ବିଦ୍ୟାର୍ଥୀ ମାନେ ଦିଦ୍ୟାପ୍ରେମୀ ହୋଇପାରନ୍ତି ।  ରାଜନୈତିକ ସ୍ତରରେ ପ୍ରଂଶସିତ ହେବେ ।
ଧନିଷ୍ଠା- ବୃତ୍ତିଗତ ଜୀବନରେ ଉନ୍ନତି ଆଣିବା ପାଇଁ ବଡ ଧରଣର ବିନିଯୋଗ କରିବା ପାଈଁ ଯୋଜନା କରିବେ ।  ଅବଶ୍ୟ ଅଟକି ରହିଥିବା କାମଗୁଡ଼ିକୁ ପୂରା ଦମ୍ରେ କରିବାପାଇଁ ନିଷ୍ପତ୍ତି ନେବେ।
ପ୍ରତିକାର – କାଳିଙ୍କ ଯନ୍ତ୍ରିକା ମହା କବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :