ପ୍ରେମୀ ଯୁଗଳଙ୍କର ପରସ୍ପର ପ୍ରତି ବିଶ୍ୱାସ ବଢିବ,ଆକସ୍ମିକ ଧନ ଲାଭ ହେବ । ବିଦେଶ ଯାତ୍ରାର ଯୋଗ ରହିଛି । କୌଣସି ନୂତନ ବନ୍ଧୁଙ୍କ ସହ ଭେଟ ହେବ ।
ପୁନର୍ବସୁ- ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ବ୍ୟବସାୟରେ ସଫଳତା ପାଇବା ପାଇଁ ସାମାନ୍ୟ ପରିଶ୍ରମ କରିବାକୁ ପଡିବ । ନିଜ ଲୋକଙ୍କ ଉପରେ ଭରସା ମଧ୍ୟ କରି ପାରିବେ ନାହିଁ ।
ପୁଷ୍ୟା- ଶିକ୍ଷାକ୍ଷେତ୍ରରେ ଉଚ୍ଚଶ୍ରେଣୀ ପାଇ ଉଚ୍ଚଶିକ୍ଷା ପାଇବାର ସୁଯୋଗ ପାଇପାରିବେ । କର୍ମକ୍ଷେତ୍ରରେ ସମନ୍ୱୟ ରକ୍ଷାକରିବା ଫଳରେ ବନ୍ଧୁତ୍ୱ ବୃଦ୍ଧି ପାଇବ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ମାନସମ୍ମାନ ପାଇବେ ।
ଅଶ୍ଲେଷା- ମାଲିମକନ୍ଦମାର ଶୁଣାଣି ଡେରି ହୋଇପାରେ । ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ସହିତ ସପଂର୍କ ସ୍ଥାପନ କରିବେ । ଛୋଟ ଛୋଟ ସମସ୍ୟାର ଅଣଦେଖା ନକଲେ ଭଲ ହେବ।
ପ୍ରତିକାର – ବଗଳାମୁଖିଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୨