ପ୍ରେମୀ ଯୁଗଳଙ୍କର ପରସ୍ପର ପ୍ରତି ବିଶ୍ୱାସ ବଢିବ,ଆକସ୍ମିକ ଧନ ଲାଭ ହେବ । ବିଦେଶ ଯାତ୍ରାର ଯୋଗ ରହିଛି । କୌଣସି ନୂତନ ବନ୍ଧୁଙ୍କ ସହ ଭେଟ ହେବ ।
ମୂଳା- ରୋଗୀମାନଙ୍କ ରୋଗ ପ୍ରାୟତଃ କମି ଯାଇପାରେ । ପରିସ୍ଥିତି ବଦଳିଯିବା ଫଳରେ ଅଯଥା ହଇରାଣ ହୋଇପାରନ୍ତି । ମାଙ୍ଗଳିକ କାର୍ଯ୍ୟରେ ମନ ଯୋଗଦେବେ।
ପୂ,ଷାଢା- ସନ୍ତାନଙ୍କ ଭାଗ୍ୟରେ ଏବଂ ଆର୍ଥିକ ସି୍ଥତି ଉନ୍ନତି ଦେଖାଦେବ । ସାମାଜିକ କାର୍ଯ୍ୟରେ ସଫଳତା ପାଇବେ । ସହଯୋଗୀମାନଙ୍କ ଯୋଗୁ କର୍ମକ୍ଷେତ୍ରରେ ଭଲ କରିବେ । ଶିକ୍ଷାର୍ଥୀମାନଙ୍କ ଅଧ୍ୟୟନରେ ଆଗ୍ରହ ବଢିବ।
ଉ,ଷାଢା- ଆକସ୍ମିକ ବିପଦ ଦେଖାଦେଇପାରେ । ସତର୍କତା ଅବଲମ୍ବନ ନକଲେ ପୈତୃକ ସମ୍ପତ୍ତି ହସ୍ତାନ୍ତର ହୋଇପାରେ । ସଂଚାର କ୍ଷେତ୍ରରେ ବ୍ୟକ୍ତିଙ୍କୁ ଲାଭ ମିଳିବ।
ପ୍ରତିକାର – କିଛି ଦକ୍ଷିଣା ମନ୍ଦିରରେ ଦାନ କରନ୍ତୁ
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩