ପ୍ରେମୀ ଯୁଗଳଙ୍କର ପରସ୍ପର ପ୍ରତି ବିଶ୍ୱାସ ବଢିବ,ଆକସ୍ମିକ ଧନ ଲାଭ ହେବ । ବିଦେଶ ଯାତ୍ରାର ଯୋଗ ରହିଛି । କୌଣସି ନୂତନ ବନ୍ଧୁଙ୍କ ସହ ଭେଟ ହେବ ।
ଅଶ୍ୱନୀ- ପାରିବାରିକ କ୍ଷେତ୍ର ଶୃଙ୍ଖଳିତ ରହିବା ସଙ୍ଗକୁ ଅର୍ଥଲାଭ ହୋଇପାରେ । କର୍ମକ୍ଷେତ୍ରରେ ବନ୍ଧୁଙ୍କ ପ୍ରତିଶ୍ରୁତି ପାଇ ଆଶ୍ୱସ୍ତି ଅନୁଭବ କରିବେ । ବ୍ୟବସାୟରେ ସାମାନ୍ୟ ଲାଭ ମିଳିବ । ଚାକିରିରେ ବେତନ ବୃଦ୍ଧିର ସମ୍ଭାବନା ଅଛି ।
ଦ୍ୱିଜା-ପିଲାଦିନର ବନ୍ଧୁଙ୍କ ସହୟତା ମିଳିପାରେ । ରାଜନୀତିରେ ସମର୍ଥନ ହ୍ରାସ ପାଇପାରିବେ । ଛାତ୍ରଛାତ୍ରୀମାନେ ପଢାରେ ଅବେହଳା କରି ଦୁଃଖ ପ୍ରକାଶ କରିବେ ।
କୃତିକା- ଆକସ୍ମିକ ଭାବରେ ମୋଟା ଅଙ୍କର ଅର୍ଥ ଆବଶ୍ୟକ ହୋଇପାରେ । ସତର୍କରେ ପଦକ୍ଷପ ନନେଲେ ଲକ୍ଷ୍ୟ ସାଧନରେ ବିଳମ୍ବ ଘଟିବ । ମହିଳାମାନେ ଅନ୍ୟକୁ ସାହାଯ୍ୟ କରିବେ ।
ପ୍ରତିକାର - ମା’ ବଗଳାମୂଖିଙ୍କର ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯