Daily Horoscope 24th Feb 2024: ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଦିନଟି ଖୁବ୍ ଲାଭ ଦାୟକ
/odishatv-khabar/media/media_files/uploadimage/library/16_9/16_9_0/Horoscope_1708401781-977366.jpg)
ସୌର କୁମ୍ଭ ମାସ ମାଘ ଶୁକ୍ଳପକ୍ଷ। ଇଂରାଜୀରେ ୨୪ ତାରିଖ ଶନିବାର । ଚନ୍ଦ୍ର- ସିଂହ ଅହୋରାତ୍ର । ତିଥି- ପୂର୍ଣ୍ଣିମା ସନ୍ଧ୍ୟା ୦୬.୦୦ ଗତେ ପ୍ରତିପଦ । ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର । ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
