ସୈାର କୁମ୍ଭ ମାସ ଫାଲ୍ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୨୪ ତାରିଖ ଶୁକ୍ରବାର,ଚନ୍ଦ୍ର – ମେଷ ଅହୋରାତ୍ର,ତିଥି – ୫ମୀ ରାତ୍ରି ୧୨.୩୧ ଗତେ ୬ଷ୍ଠୀ ଘାତ ଚନ୍ଦ୍ର – ମେଷ ଅହୋରାତ୍ର,ଘାତ ବାର- ବିଛା , ଧନୁ ଓ ମୀନ । ପୁଷ୍କର ଦୋଷ – ନାସ୍ତି ।
ମୃଗଶିରା- କର୍ମକ୍ଷେତ୍ରରେ ବିଭିନ୍ନ ଦିଗରୁ ଆଲୋଚନାର ପାତ୍ର ହେବେ । ଘରେ ବନ୍ଧୁ ମିଳନ ଆମୋଦ ପ୍ରମୋଦର ସୁଅ ଛୁଟିବ । ଆବଶ୍ୟକତା ଠାରୁ ଅଧିକ ଧନ ପାଇବେ
ଆଦ୍ରା- ବ୍ୟବସାୟରେ ବାକି ପଡିଥିବା ପଇସା ପାଇବେ । ଛାତ୍ରଙ୍କୁ କୈାଣସି ଅଭିଜ୍ଞ ବ୍ୟକ୍ତିଙ୍କ ଠାରୁ ଭଲ ପରାମର୍ଶ ମିଳିବ । ମହିଳା ମାନେ ସବୁ କାର୍ୟ୍ୟକୁ ସମ୍ଭାଳୀ ନେବେ ।
ପୁନର୍ବସୁ- ଖେଳାଳିଙ୍କ ପାଇଁ ଦିନଟି ଶୁଭ ଦାୟକ ରହିବ । ଭୂ- ସମ୍ପତିରେ ଅଧିକ ପଇସା ନିବେଶ କରନ୍ତୁ । ରାଜନୀତିକ ନେତାଙ୍କ ଲାଗି ଦିନଟି ଭଲ ରହିବ
ପ୍ରତିକାର – ଦର୍ତାତ୍ରେୟଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫