ସୈାର କୁମ୍ଭ ମାସ ଫାଲ୍ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୨୪ ତାରିଖ ଶୁକ୍ରବାର,ଚନ୍ଦ୍ର – ମେଷ ଅହୋରାତ୍ର,ତିଥି – ୫ମୀ ରାତ୍ରି ୧୨.୩୧ ଗତେ ୬ଷ୍ଠୀ ଘାତ ଚନ୍ଦ୍ର – ମେଷ ଅହୋରାତ୍ର,ଘାତ ବାର- ବିଛା , ଧନୁ ଓ ମୀନ । ପୁଷ୍କର ଦୋଷ – ନାସ୍ତି ।
ପୁନର୍ବସୁ- ନିଜ ପ୍ରିୟଙ୍କ ସହ ଆଜି ଉତମ ବ୍ୟବହାର କରନ୍ତୁ । ଶରିରକୁ ସୁସ୍ଥ ରଖିବା ପାଇଁ ଆଜି ଆପଣ ବହୁତ ଯୋଜନା କରିବେ । କର୍ମ କ୍ଷେତ୍ରରେ ନିରବତା ଅବଲମ୍ବନ କରିବେ
ପୁଷ୍ୟା- ବାଣିଜ୍ୟ-ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବ । ପ୍ରଶାସନିକ ବିରୋଧି ଦେଖା ଦେଇପାରେ । ଲେଖାପଢାରେ ସାଥିଙ୍କ ସାହାର୍ୟ୍ୟ ସହଯୋଗ ମିଳିବ
ଅଶ୍ଳେଷା- ଦୁଶାହାସିକ ପଦକ୍ଷପ ନେଇ ରାଜନୀତିରେ ସଫଳତା ପାଇବେ । ଶତୃଙ୍କର ସଡ ଯନ୍ତ୍ରର ଶିକାର ହୋଇ ପାରନ୍ତି । ଋଣ ଗ୍ରସ୍ତ ହୋଇ ଜମି ବିକ୍ରୟ କରିବାକୁ ବାଧ୍ୟ ହେବେ
ପ୍ରତିକାର – ମା ଭୁନନେଶୂରୀଙ୍କର ମହାକବଚ ଧାରଣ କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୨