ସୈାର କୁମ୍ଭ ମାସ ଫାଲ୍ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୨୪ ତାରିଖ ଶୁକ୍ରବାର,ଚନ୍ଦ୍ର – ମେଷ ଅହୋରାତ୍ର,ତିଥି – ୫ମୀ ରାତ୍ରି ୧୨.୩୧ ଗତେ ୬ଷ୍ଠୀ ଘାତ ଚନ୍ଦ୍ର – ମେଷ ଅହୋରାତ୍ର,ଘାତ ବାର- ବିଛା , ଧନୁ ଓ ମୀନ । ପୁଷ୍କର ଦୋଷ – ନାସ୍ତି ।
ମଘା- ଦେହ ପିଡା ହେତୁ ସବୁ କାର୍ୟ୍ୟ ଅଧା ରହିବ । ପତୀପତ୍ନୀଙ୍କ ଭିତରେ ମନମାଳିନ୍ୟ ଦେଖାଦେବ । ବ୍ୟବସାୟରେ ଉଥନ-ପତନ ଲାଗି ରହିବ ।
ପୂ- ଫାଲ୍ଗୁନୀ- ଛାତ୍ରଛାତ୍ରିଙ୍କର ସ୍ମରଣ ଶକ୍ତି ବୃଦ୍ଧି ହେବା ସହ ପାଠପଢାରେ ମନ ଦେବେ । ଚାକିରିଆଙ୍କ ଦରମା ବୃଦ୍ଧି ହୋଇପାରେ । ରାଜନିତିରେ ସମ୍ମାନ ପାଇବେ ।
ଉ- ଫାଲ୍ଗୁନୀ- ଲମ୍ବା ସମୟ ଧରି ଅଟକି ରହିଥିବା କାମକୁ ସମ୍ପୁର୍ଣ୍ଣ କରିବେ । ଜମିରେ ଆଜି ନିବେଶ କରନ୍ତୁ ନାହିଁ । ମୁରବୀ ଆପଣଙ୍କୁ କୈାଣସି ଭଲ ପରାମର୍ଶ ଦେଇ ପାରନ୍ତି
ପ୍ରତିକାର – ଓଁ ହ୍ରୀଂ ହ୍ରୀଂ ରାଂ ରାମାୟ ନମଃ ଜପ କରନ୍ତୁ
ଶୁଭ ରଙ୍ଗ :ନାରଙ୍ଗୀ
ଶୁଭ ସଂଖ୍ୟା :୧