ସୈାର କୁମ୍ଭ ମାସ ଫାଲ୍ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୨୪ ତାରିଖ ଶୁକ୍ରବାର,ଚନ୍ଦ୍ର – ମେଷ ଅହୋରାତ୍ର,ତିଥି – ୫ମୀ ରାତ୍ରି ୧୨.୩୧ ଗତେ ୬ଷ୍ଠୀ ଘାତ ଚନ୍ଦ୍ର – ମେଷ ଅହୋରାତ୍ର,ଘାତ ବାର- ବିଛା , ଧନୁ ଓ ମୀନ । ପୁଷ୍କର ଦୋଷ – ନାସ୍ତି ।
ଉ- ଫାଲ୍ଗୁନୀ- ଆତ୍ମିୟଙ୍କ ସହଯୋଗରେ ସନ୍ତାନଙ୍କ ବିବାହ କାର୍ୟ୍ୟ ସଂପୂର୍ଣ୍ଣ ହେବ । ଚାକିରିରେ ପ୍ରାଧ୍ୟନ ମିଳିବ ଓ ପ୍ରଶଂସିତ ହେବେ । ସ୍ୱାସ୍ଥ୍ୟରେ ସୁଧାର ଆସିବ ।
ହସ୍ତା- ସାମ୍ବାଦିକତା ତଥା ଦୂର ବ୍ୟବସାୟର ସମ୍ପ୍ରସାରଣ ଘଟିବ । ବ୍ୟବସାୟରେ ବୁଝିବିଚାରି ଭାଗିଦାରି କରନ୍ତୁ । ରାଜନୈତିକ ପୃଷ୍ଟ ପୋଷକତା ଲାଭ କରିବେ । ବିଦ୍ୟାର୍ôଥ ପଢାରେ ତୃଟି କରିପାରନ୍ତି
ଚିତ୍ରା- ନୂଆ ପୋଷାକ ଭୂଷଣ କରିବେ । ଜମିବାଡି ପୂର୍ବ ସମସ୍ୟା ପୁଣି ଦେଖା ଦେଇପାରେ । ଭଲ କର୍ମ ପାଇଁ ସମ୍ମାନିତ ହେବେ ସହିତ ଦକ୍ଷତା ପ୍ରତିପାଦିତ କରିବେ
ପ୍ରତିକାର - ତ୍ରୀପୁରା ସୁନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫