Daily Horoscope 24th February 2023: ଆଜି ଏହି ରାଶିର ବ୍ୟକ୍ତି ଦୂର ଜାଗାକୁ ଭ୍ରମଣରେ ଯାଇ ପାରନ୍ତି

ସୈାର କୁମ୍ଭ ମାସ ଫାଲ୍‌ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୨୪ ତାରିଖ ଶୁକ୍ରବାର,ଚନ୍ଦ୍ର – ମେଷ ଅହୋରାତ୍ର,ତିଥି – ୫ମୀ ରାତ୍ରି ୧୨.୩୧ ଗତେ ୬ଷ୍ଠୀ ଘାତ ଚନ୍ଦ୍ର – ମେଷ ଅହୋରାତ୍ର,ଘାତ ବାର- ବିଛା , ଧନୁ ଓ ମୀନ । ପୁଷ୍କର ଦୋଷ – ନାସ୍ତି ।

Aries

ମେଷ

Friday 24 Feb 2023

ଅଶ୍ୱନୀ- ସ୍ୱାସ୍ଥ୍ୟ ସ୍ଥିତିରେ ସଂପୂର୍ଣ୍ଣ ଉନ୍ନତି ଦେଖାଦେବ । ନୂତନ ବନ୍ଧୁ ସଂପର୍କ ଯୋଡିବା ପାଇ ଚେଷ୍ଟା କରିବେ । ବିଦ୍ୟାର୍ଥୀ ମାନେ ଏକାଗ୍ରତା ରକ୍ଷା କରିବେ

କୃତିକା- କର୍ମ କ୍ଷେତ୍ରରେ ସମସ୍ୟା ଆସିଲେ ମଧ୍ୟ ତାହାକୁ ଠିକ୍ ଭାବରେ ସାମ୍ନା କରିବାର ସାହାସ ରଖି କୃତକାର‌୍ୟ୍ୟ ହେବେ । ମହିଳା ମାନେ ଖୁସି ଅନୁଭବ କରିବେ ।

ଦ୍ୱିଜା- ଖର୍ଚ୍ଚ ଉପରେ ନିୟନ୍ତ୍ରଣ ରଖିବାକୁ ଚେଷ୍ଟା କରନ୍ତୁ । ପ୍ରଶାସନିକ କ୍ଷେତ୍ରରେ ଉତେଜନା ପରିସି୍ଥତି ରହିପାରେ । ପରିସି୍ଥତିରେ ପଡି ଜମିକୁ ଭାଗ କରି ପାରନ୍ତି

ପ୍ରତିକାର - ହନୁମାନଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :