• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th February 2025: କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ଆଜିର ରାଶିଫଳ...

ପରିବହନ ବ୍ୟବସାୟରେ ବିଶେଷ ଲାଭବାନ ହେବେ । ଆତ୍ମୀୟମାନେ ଅସୁବିଧାରେ ପକାଇବାକୁ ଚେଷ୍ଟା କରିପାରନ୍ତି। କ୍ୟାରିୟରରେ ସଠିକ୍ ଦିଗରେ ଯିବା ପାଇଁ ଚେଷ୍ଟା କରିବେ।

Aquarius

କୁମ୍ଭ

Monday 24 Feb 2025

ଧନିଷ୍ଠା- ନୂତନ କାମ ଆରମ୍ଭ କରିବା ସକାଶେ ଚେଷ୍ଟା କରିପାରନ୍ତି। ପାରିବାରିକ କ୍ଷେତ୍ରରେ କୌଣସି ସମସ୍ୟାକୁ ସହଜରେ ସମାଧାନ କରିବାରେ ସଫଳ ହେବେ। ସାଧାରଣ କଥାକୁ କେନ୍ଦ୍ରକରି ପ୍ରିୟଜନମାନଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିବେ। ଶତଭିଷା- ଛାତ୍ରଛାତ୍ରୀ ମାନେ ଉଚ୍ଚ ଶିକ୍ଷାରେ ଲାଭ କରିବା ପାଇଁ ବିଦେଶ ଗ୍ରସ୍ତ କରିପାରନ୍ତି। ପୁରୁଣା ବନ୍ଧୁଙ୍କ ସହିତ ସମ୍ପର୍କ ଅଧିକ ଘନିଷ୍ଠ ହେବ। ନିଜର ମନ ପସନ୍ଦର ଖାଦ୍ୟ ଖାଇବେ।

ପୂ,ଭାଦ୍ରପଦ- ନୂତନ ଯାନବାହନ, ଜମିଜମା, କ୍ରୟ, ବିକ୍ରୟ ନେଇ ଆଲୋଚନାରେ ଅଗ୍ରଗତି ଘଟିବ। ନିଜର ଦକ୍ଷତା ଓ ଦୃଢତା ବଳରେ ଅସାଧ୍ୟ ସାଧନ କରିବେ। କ୍ରିଡା କ୍ଷେତ୍ରରେ ଆଶାତିତ ସଫଳତା ପାଇପାରନ୍ତି।

ପ୍ରତିକାର – ପକ୍ଷୀଙ୍କୁ କିଛି ଦାନା ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :