• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th February 2025: କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ଆଜିର ରାଶିଫଳ...

ପରିବହନ ବ୍ୟବସାୟରେ ବିଶେଷ ଲାଭବାନ ହେବେ । ଆତ୍ମୀୟମାନେ ଅସୁବିଧାରେ ପକାଇବାକୁ ଚେଷ୍ଟା କରିପାରନ୍ତି। କ୍ୟାରିୟରରେ ସଠିକ୍ ଦିଗରେ ଯିବା ପାଇଁ ଚେଷ୍ଟା କରିବେ।

Gemini

ମିଥୁନ

Monday 24 Feb 2025

ମୃଗଶିରା- ପରିବାରର ଖର୍ଚ୍ଚ ପରିମାଣ ଦ୍ୱିଗୁଣା ହୋଇପାରେ।ଘରର ବିଭିନ୍ନ ସମସ୍ୟା ସମ୍ପର୍କରେ ସ୍ତ୍ରୀଙ୍କ ସହ ଆଲୋଚନା କରିବେ। ପୁରାତନ ରୋଗରୁ ଉପଶମ ପାଇବେ।

ଆଦ୍ରା- ପିଲାଙ୍କ ଆଚରଣରେ ପରିବର୍ତ୍ତନ ଆସିପାରେ। ଅର୍ଥ ପ୍ରଲୋଭନ ମାଧ୍ୟମରେ କାମ ହାସଲ କରିବେ। ରାଜନୀତିରେ କୌଣସି ମହତ୍ତ୍ୱପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ।

ପୁନର୍ବସୁ- ମହିଳା ମାନେ ସ୍ୱାବଲମ୍ବୀ ହେବେ। ଭାଇ ଭଉଣୀଙ୍କ ସହିତ ସମ୍ପର୍କ ସୁଧାର ଆସିବ। ନିଜର ଜମିବାଡି ବିକ୍ରୟ କରି ପାଇଥିବା ଅର୍ଥକୁ ଅନ୍ୟ କୌଣସି ସଂସ୍ଥାରେ ନିବେଶ କରିପାରନ୍ତି।

ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :