• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th February 2025: କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ଆଜିର ରାଶିଫଳ...

ପରିବହନ ବ୍ୟବସାୟରେ ବିଶେଷ ଲାଭବାନ ହେବେ । ଆତ୍ମୀୟମାନେ ଅସୁବିଧାରେ ପକାଇବାକୁ ଚେଷ୍ଟା କରିପାରନ୍ତି। କ୍ୟାରିୟରରେ ସଠିକ୍ ଦିଗରେ ଯିବା ପାଇଁ ଚେଷ୍ଟା କରିବେ।

Cancer

କର୍କଟ

Monday 24 Feb 2025

ପୁନର୍ବସୁ- ମାନସିକ ଶାନ୍ତି ପାଇବେ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟତ କରିବା ଉଚିତ୍ । ବନ୍ଧୁବାନ୍ଧବମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବ। ବ୍ୟବସାୟରେ ସଫଳତା ପାଇବା ପାଇଁ ସାମାନ୍ୟ ପରିଶ୍ରମ କରିବାକୁ ପଡିବ।

ପୁଷ୍ୟା- ସହକର୍ମୀଙ୍କ ସହଯୋଗ ପାଇ କାମ ହାସଲ କରିବେ। ସଂଗଠନ, ରାଜନୀତି କିମ୍ବା ପ୍ରଶାସନିକ ସ୍ତରରେ ବିବାଦୀୟ ପରିସ୍ଥିତିର ସାମ୍ନା କରିବେ।

ଅଶ୍ଲେଷା- ଅଦାଲତରେ ଜୟଯୁକ୍ତ ହେବେ। ରାଜନେତା ନୂଆ କାର୍ଯ୍ୟଭାର ଗ୍ରହଣ କରିବେ। ସମ୍ପତ୍ତି ବଢାଇବାର ଯୋଜନା ସଫଳ ହେବ। ସାମ୍ବାଦିକତା ତଥା ଦୂର ବ୍ୟବସାୟର ସମ୍ପ୍ରସାରଣ ଘଟିବ।

ପ୍ରତିକାର – ମା ଭୁବନେଶ୍ୱରୀଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :