• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th February 2025: କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ଆଜିର ରାଶିଫଳ...

ପରିବହନ ବ୍ୟବସାୟରେ ବିଶେଷ ଲାଭବାନ ହେବେ । ଆତ୍ମୀୟମାନେ ଅସୁବିଧାରେ ପକାଇବାକୁ ଚେଷ୍ଟା କରିପାରନ୍ତି। କ୍ୟାରିୟରରେ ସଠିକ୍ ଦିଗରେ ଯିବା ପାଇଁ ଚେଷ୍ଟା କରିବେ।

Leo

ସିଂହ

Monday 24 Feb 2025

ମଘା- ଘରେ ଅନେକ ସମୟରେ ଅଶନ୍ତି ଲାଗିରହିବ। ଆର୍ଥିକ କ୍ଷେତ୍ରରେ ସାମାନ୍ୟ ଉନ୍ନତି ଘଟିବ। ଚାଲୁ ରହିଥିବା କୌଣସି ବ୍ୟବସାୟକୁ ବନ୍ଦ କରିବାକୁ ଚେଷ୍ଟା କରିବେ। ପିଲାମାନଙ୍କର ଅବାଧ୍ୟତା ଆପଣଙ୍କୁ ବ୍ୟଥିତ କରିବ ।

ପୂ,ଫାଲଗୁନି- ସ୍ବାସ୍ଥ୍ୟ ସମସ୍ୟା ପ୍ରାୟତଃ ସୁଧୁରିଯିବ। ପଡୋଶୀଙ୍କ ସହାୟତାରେ କୌଶଳର ସହ ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ଅଟକି ରହିଥିବା କାମଗୁଡିକ ସହକର୍ମୀଙ୍କ ବଦାନ୍ୟତାରୁ ହୋଇଯିବ ।

ଉ,ଫାଲଗୁନି-ଆଧ୍ୟାତ୍ମିକ ଦିଗରେ ଅଧିକ ସମୟ ମନୋନିବେଶ କରିବେ। ବିବାହ ଆଶାୟୀ ଯୁବକ ଯୁବତୀ ମାନେ ବିବାହ ବନ୍ଧନରେ ଆବଦ୍ଧ ହୋଇପାରନ୍ତି। କିଛି ମୂଲ୍ୟବାନ ଅଳଙ୍କାର କ୍ରୟ କରିପାରନ୍ତି।

ପ୍ରତିକାର – ଘରର ବଡ ଲୋକ ମାନଙ୍କଠାରୁ ଆଶୀର୍ବାଦ ନେଇ କର୍ମ ଆରମ୍ଭ କରନ୍ତୁ।

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :