• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th February 2025: କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ଆଜିର ରାଶିଫଳ...

ପରିବହନ ବ୍ୟବସାୟରେ ବିଶେଷ ଲାଭବାନ ହେବେ । ଆତ୍ମୀୟମାନେ ଅସୁବିଧାରେ ପକାଇବାକୁ ଚେଷ୍ଟା କରିପାରନ୍ତି। କ୍ୟାରିୟରରେ ସଠିକ୍ ଦିଗରେ ଯିବା ପାଇଁ ଚେଷ୍ଟା କରିବେ।

Virgo

କନ୍ୟା

Monday 24 Feb 2025

ଉ,ଫଳଗୁନି- ପରିବାରରେ ପିଲାମାନଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବ୍ଧ ହୋଇ ପାରନ୍ତି। କର୍ମକ୍ଷେତ୍ରରେ ଦ୍ରୁତୋନ୍ନତି ପରିଲକ୍ଷିତ ହୋଇପାରେ। ହସ୍ତା- ବଡ କଂପାନିରୁ ଚାକିରି ପାଇଁ ଡାକରା ଆସିବ। ସାମାଜିକ କାର୍ଯ୍ୟରେ ଭାଗନେଇ ଗଠନ ମୂଳକ କାର୍ଯ୍ୟ ପାଇଁ ପ୍ରସ୍ତୁତି ଆରମ୍ଭ କରିବେ। ଲୋକ ମାନେ ଆପଣଙ୍କ ଜ୍ଞାନ ଦ୍ୱାରା ପ୍ରଭାବିତ ହେବେ। ସାମାଜିକ ପ୍ରତିଷ୍ଠା ସହିତ ସୁଖ ସୈଭାଗ୍ୟ ପ୍ରଦାନ କରିବ ।

ଚିତ୍ରା- ଅଜଣା ବ୍ୟକ୍ତିଙ୍କ ଉପରେ ଭରସା କରନ୍ତୁ ନାହିଁ। ଛୋଟ ଛୋଟ ସମସ୍ୟାର ଅଣ ଦେଖା ନକରିବା ଭଲ ହେବ। ରାଜନୈତିକ କ୍ଷେତ୍ରରେ ଯଶଲାଭ ହେବ। ନିଜର କର୍ତବ୍ୟକୁ ଠିକ୍ ଭାବରେ ନିର୍ବାହ କରିପାରିବେ।

ପ୍ରତିକାର - ଗୁରୁଜନ ମାନଙ୍କର ଚରଣ ସ୍ପର୍ଶ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :