ପରିବହନ ବ୍ୟବସାୟରେ ବିଶେଷ ଲାଭବାନ ହେବେ । ଆତ୍ମୀୟମାନେ ଅସୁବିଧାରେ ପକାଇବାକୁ ଚେଷ୍ଟା କରିପାରନ୍ତି। କ୍ୟାରିୟରରେ ସଠିକ୍ ଦିଗରେ ଯିବା ପାଇଁ ଚେଷ୍ଟା କରିବେ।
ଚିତ୍ରା-ଧନର ଆଗମନ ହୋଇପାରେ । କୌଣସି ନୂତନ ବ୍ୟବସାୟ କରିବାକୁ ଚାହୁଁଥିଲେ ସେଥିରେ ବିଜୟ ହେବେ। ନୂତନ କର୍ମ ଅରମ୍ଭ କରି ନିକଟ ସମ୍ପର୍କୀୟଙ୍କଠାରୁ ପ୍ରଶଂସିତ ହେବେ। ସ୍ୱାତୀ-ନିଜ କାମ ପଛକୁ ପକାଇ ବନ୍ଧୁଙ୍କ କାମକୁ ପ୍ରାଧାନ୍ୟ ଦେବେ। ଅଫିସିଆଲି କାମ ସହଜ ଓ ସୁବିଧାରେ ହେବ। ଦମ୍ପତିମାନଙ୍କର ସନ୍ତାନ ଲାଭର ଯୋଗ ରହିଛି।
ବିଶାଖା-ଯାନବାହାନ ଚାଳନାରେ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବାକୁ ପଡିବ। କର୍ମକ୍ଷେତ୍ରରେ ସମସ୍ତ ପ୍ରକାରର ସୁବିଧା ଥିଲେ ମଧ୍ୟ କେତେକ କାମ ଅଧୁରା ରହିଯିବ।
ପ୍ରତିକାର – ଶ୍ରୀ କମଳାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬