• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th February 2025: କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ଆଜିର ରାଶିଫଳ...

ପରିବହନ ବ୍ୟବସାୟରେ ବିଶେଷ ଲାଭବାନ ହେବେ । ଆତ୍ମୀୟମାନେ ଅସୁବିଧାରେ ପକାଇବାକୁ ଚେଷ୍ଟା କରିପାରନ୍ତି। କ୍ୟାରିୟରରେ ସଠିକ୍ ଦିଗରେ ଯିବା ପାଇଁ ଚେଷ୍ଟା କରିବେ।

Scorpio

ବିଛା

Monday 24 Feb 2025

ବିଶାଖା- ମନରେ ଉତ୍ତେଜନାକୁ ନିୟନ୍ତ୍ରିତ କରି ସହୃଦୟତାର ସହ ବାକ୍ୟାଳାପ କରିବାରେ ସମର୍ଥ ହେବେ। ପାରିବାରିକ ସମ୍ପର୍କକୁ ପ୍ରାଧାନ୍ୟ ଦେବାକୁ ପଡ଼ିପାରେ। ଅନୁରାଧା- କର୍ମକ୍ଷେତ୍ରରେ କିମ୍ବା ଆନୁଷ୍ଠାନିକ କାମରେ ଯୋଜନା ମୁତାବକ ସଫଳତା ପାଇବେ। ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନେ ଦୋଷ ଖୋଜିବେ। ଅଫିସରେ ହଠାତ୍ କୌଣସି ଘଟଣା ମନକୁ ବିବ୍ରତ କରିପାରେ।

ଜ୍ୟେଷ୍ଠା- ଆପଣଙ୍କର ବହୁତ କାମ ଅଧୁରା ରହିପାରେ। ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି ଟଣାଓଟରା ଦେଖା ଦେଇପାରେ। ଗୁରୁତ୍ୱ ପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ।

ପ୍ରତିକାର – ମା ମଙ୍ଗଳାଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :