ପରିବହନ ବ୍ୟବସାୟରେ ବିଶେଷ ଲାଭବାନ ହେବେ । ଆତ୍ମୀୟମାନେ ଅସୁବିଧାରେ ପକାଇବାକୁ ଚେଷ୍ଟା କରିପାରନ୍ତି। କ୍ୟାରିୟରରେ ସଠିକ୍ ଦିଗରେ ଯିବା ପାଇଁ ଚେଷ୍ଟା କରିବେ।
ମୂଳା-ପରିବାର ସହିତ ମିଶି ଅନେକ ସମୟ ଆନନ୍ଦରେ କଟାଇପାରନ୍ତି। ବ୍ୟବସାୟୀମାନେ କିଛି ନୂତନ ବ୍ୟବସାୟ ଆରମ୍ଭ କରିପାରନ୍ତି। ଗଣ୍ଠି ଜନିତ ସମସ୍ୟା ଗୁରୁତ୍ୱର ହୋଇପାରେ। ପୂ,ଷାଢା- ରାଜନୀତିରେ ପ୍ରତିଯୋଗିତା ଅଧିକ ସଂଘର୍ଷ ପୂର୍ଣ୍ଣ ହେବ। ବାଲ୍ୟ ବନ୍ଧୁଙ୍କ ସହିତ ଦେଖା ହୋଇ ଅଧିକ ଖୁସି ଅନୁଭବ କରିବେ। କର୍ମ କ୍ଷେତ୍ରରେ ସାମାନ୍ୟ ଉନ୍ନତି ରହିଛି।
ଉ,ଷାଢା- ସାମାଜିକ ସ୍ତରରେ ଜନମଙ୍ଗଳ କାର୍ଯ୍ୟରେ ନିଜକୁ ନିୟୋଜିତ କରିପାରନ୍ତି । ଜମିଜମା, ଗୃହସୀମା କିମ୍ବା ଘରଭଡାକୁ କେନ୍ଦ୍ରକରି ସାମାନ୍ୟ ଝଗଡା ସୃଷ୍ଟି ହୋଇପାରେ। ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶା ଅନୁରୂପ ଫଳ ପାଇବେ।
ପ୍ରତିକାର – ତାରାଙ୍କର ପୂଜାର୍ଚ୍ଚନା କରନ୍ତୁ
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩