ପରିବହନ ବ୍ୟବସାୟରେ ବିଶେଷ ଲାଭବାନ ହେବେ । ଆତ୍ମୀୟମାନେ ଅସୁବିଧାରେ ପକାଇବାକୁ ଚେଷ୍ଟା କରିପାରନ୍ତି। କ୍ୟାରିୟରରେ ସଠିକ୍ ଦିଗରେ ଯିବା ପାଇଁ ଚେଷ୍ଟା କରିବେ।
ଉ,ଷାଢା- ସାମୟିକ ଭାବରେ ଶାରିରୀକ ଅସୁସ୍ଥତା ଦେଖା ଦେଇପାରେ। ପରିବାରରେ ତିକ୍ତତା ଦେଖାଦେଇ ପାରେ। ବ୍ୟବସାୟରେ ବଡ ବ୍ୟବସାୟୀଙ୍କ ସହ ହାତ ମିଳାଇବେ। ଈର୍ଷାପରାୟଣ ବ୍ୟକ୍ତିମାନେ ପ୍ରତିଷ୍ଠା ଓ ପ୍ରଂଶସାକୁ ସହି ନପାରି କଟୁ ମନ୍ତବ୍ୟ ଦେଇପାରନ୍ତି। ଶ୍ରବଣା- ବିବାଦୀୟ ଘଟଣାରେ କାହା କଥା ନ ଶୁଣି ଠିକ୍ ବିଚାର କରନ୍ତୁ। ପୂର୍ବ ସମସ୍ୟାର ସମାଧାନ ହେବାରେ ପଡ଼ୋଶୀ ସାହାଯ୍ୟ କରିବେ। ପାଖରେ ଥିବା ଜିନିଷ ପରକୁ ଦେଇ ଖୋଜିଲା ସମୟରେ ନ ପାଇ ଅପଦସ୍ଥ ହୋଇପାରନ୍ତି।
ଧନିଷ୍ଠା- ଆପଣଙ୍କ କଳାତ୍ମକ ବଢିପାରେ। ଆଇନ ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରଦେବ। କୈାଣସି ମହତ୍ୱପୂର୍ଣ୍ଣ ବ୍ୟକ୍ତିଙ୍କ ସହ ଭେଟ ହେବ। କୋର୍ଟ କଚେରୀ ଓ ମାଲିମକଦ୍ଦମାରେ ବିଜୟୀ ହେବା ସହ ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ।
ପ୍ରତିକାର – ଦକ୍ଷିଣକାଳୀଙ୍କୁ ପୂଜା କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮