ପରିବହନ ବ୍ୟବସାୟରେ ବିଶେଷ ଲାଭବାନ ହେବେ । ଆତ୍ମୀୟମାନେ ଅସୁବିଧାରେ ପକାଇବାକୁ ଚେଷ୍ଟା କରିପାରନ୍ତି। କ୍ୟାରିୟରରେ ସଠିକ୍ ଦିଗରେ ଯିବା ପାଇଁ ଚେଷ୍ଟା କରିବେ।
ଅଶ୍ୱନୀ- ଗୃହରେ ମାଙ୍ଗଳିକ ଶୁଭକାର୍ଯ୍ୟରେ ଯୋଗଦେବେ। କର୍ମ କ୍ଷେତ୍ରରେ ସହଭାଗୀମାନଙ୍କ ସହ ଖୁସିରେ କାମ କରିବେ। ବ୍ୟବସାୟରେ ବାକି ପଡିଥିବା ଅର୍ଥ ପାଇବେ।
ଦ୍ୱିଜା-ସାମାଜିକ ସ୍ତରରେ ସମସ୍ୟାର ସରଳ ସମାଧାନ କ୍ଷେତ୍ରରେ ବନ୍ଧୁ ସାହାଯ୍ୟ କରିବେ। ସତ୍ସଙ୍ଗ ଓ ଭ୍ରମଣ ସୁଯୋଗ ପାଇବେ; କିନ୍ତୁ ହୁଏତ ଆପଣ ତାହାକୁ ଅସ୍ବୀକାର କରି ଦେଇପାରନ୍ତି। ସଭାସମିତି, ଜମିଜମା ଏବଂ ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।
କୃତିକା-ପରିବହନ ବ୍ୟବସାୟରେ ବିଶେଷ ଲାଭବାନ ହେବେ । ଆତ୍ମୀୟମାନେ ଅସୁବିଧାରେ ପକାଇବାକୁ ଚେଷ୍ଟା କରିପାରନ୍ତି। କ୍ୟାରିୟରରେ ସଠିକ୍ ଦିଗରେ ଯିବା ପାଇଁ ଚେଷ୍ଟା କରିବେ।
ପ୍ରତିକାର –କୌଣସି ଛୋଟା ଲୋକଙ୍କୁ କିଛି ସାହାଯ୍ୟ କରନ୍ତୁ
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯