• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th January 2023: ଆଜି ଏହି ରାଶିର ବ୍ୟକ୍ତିଙ୍କର ଆୟ ବୃଦ୍ଧି ପାଇବ

ସୈାର ମକର ମାସ ମାଘ ମାସ ଶୁକ୍ଲପକ୍ଷ । ଇଂରାଜୀରେ ୨୪ ତାରିଖ ମଙ୍ଗଳବାର । ଚନ୍ଦ୍ର – କୁମ୍ଭ ଅହୋରାତ୍ର,ତିଥି - ୩ୟା ଦିବା ୦୩.୨୨ ଗତେ ୪ର୍ଥୀ। ଘାତ ଚନ୍ଦ୍ର – ମିଥୁନ ଓ ମୀନ ଅହୋରାତ୍ର,ଘାତ ବାର- ମକର ,ପୁଷ୍କର ଦୋଷ – ୧ ପାଦ - କୃଷିହାନି- ଭୂମିଦାନ ରାତ୍ରି ୦୯.୫୮ ଗତେ ୨ ପାଦ ।

Aquarius

କୁମ୍ଭ

Tuesday 24 Jan 2023

ଧନିଷ୍ଠା- ପ୍ରେମ ସମ୍ପର୍କ ଭଲ ରହିବ । ନୂଆ କଳାକୈାଶଳ ଶିଖିବାକୁ ସୁଯୋଗ ମିଳିବ । ମନ ଭଲ ରହିବ । କର୍ମକ୍ଷେତ୍ରରେ ଭାବୁଥିବା କାମଟିକୁ କଷ୍ଟସାଧ୍ୟ ପୁରା କରିବେ ।

ଶତଭିଷା- ପରକଥାକୁ ବିଶ୍ୱାସ କରି ହଇରାଣରେ ପଡିପାରନ୍ତି । ଆର୍ଥିକ ସହୟତା ପାଇ ଅଫିସରେ କାମ କରିନେବେ । କୈାଣସି କଳା କ୍ଷେତ୍ରରେ ଅଭିନୟ ପାଇଁ ସୁଯୋଗ ପାଇବେ ।

ପୂ, ଭାଦ୍ରପଦ- ରାଜନେତାଙ୍କ ସାମାଜିକ ସ୍ଥର ବଢିବ । ଅନ୍ୟମାନଙ୍କ ଆଗରେ ଆପଣଙ୍କର ଛବି ଭଲ ରହିବ । କୋର୍ଟକଚେରୀ ମାମଲାରେ ଚିନ୍ତାରେ ରହିବେ ।

ପ୍ରତିକାର – ଶନିଙ୍କର ଗାୟତ୍ରୀ ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :