• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th January 2023: ଆଜି ଏହି ରାଶିର ବ୍ୟକ୍ତିଙ୍କର ଆୟ ବୃଦ୍ଧି ପାଇବ

ସୈାର ମକର ମାସ ମାଘ ମାସ ଶୁକ୍ଲପକ୍ଷ । ଇଂରାଜୀରେ ୨୪ ତାରିଖ ମଙ୍ଗଳବାର । ଚନ୍ଦ୍ର – କୁମ୍ଭ ଅହୋରାତ୍ର,ତିଥି - ୩ୟା ଦିବା ୦୩.୨୨ ଗତେ ୪ର୍ଥୀ। ଘାତ ଚନ୍ଦ୍ର – ମିଥୁନ ଓ ମୀନ ଅହୋରାତ୍ର,ଘାତ ବାର- ମକର ,ପୁଷ୍କର ଦୋଷ – ୧ ପାଦ - କୃଷିହାନି- ଭୂମିଦାନ ରାତ୍ରି ୦୯.୫୮ ଗତେ ୨ ପାଦ ।

Pisces

ମୀନ

Tuesday 24 Jan 2023

ପୂ, ଭାଦ୍ରପଦ- ବନ୍ଧୁ ମାନେ ଠିକ ଖବର ଦେବାରେ ହେଳା କରିପାରନ୍ତି । ପାରିବାରିକ ଶାନ୍ତି ଓ ସ୍ଥିରତା ଅବ୍ୟାହିତ ରହିବ । ପ୍ରତ୍ୟେକ କ୍ଷେତ୍ରରେ ପ୍ରତିକ୍ରିୟାଶୀଳ ମନୋବୃତି ପୋଷଣ କରିବା କାରଣରୁ ଅଶାନ୍ତି ସୃଷ୍ଟି ହୋଇପାରେ ।

ଉ, ଭାଦ୍ରପଦ- ରାଜନିତିରେ କୈାଣସି ପଦକ୍ଷପ ଗ୍ରହଣ କରିପାରନ୍ତି । ଅଫିସିଆଲି କ୍ଷେତ୍ରରେ ସାଧାରଣ କଥାକୁ ବଡ କରି ସହକର୍ମୀ ମାନେ କଳହର ମାତ୍ରାକୁ ବଢାଇ ଦେଇପାରନ୍ତି । କୈାଣସି ସମ୍ବନ୍ଧକୁ ନେଇ ଅଧିକ ଭାବପ୍ରବଣ ରହି ପାରନ୍ତି ।

ରେବତୀ- ପର୍ଯ୍ୟଟନ କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଧନଲାଭର ଯୋଗ ଅଛି । ଆବଶ୍ୟକତା ପୂରଣ କରିବା ସକାଶେ ଧାର କରିବାକୁ ପଡିପାରେ । ମହିଳା ମାନେ ସଜବାଜରେ ଦିନ କଟିବେ ।

ପ୍ରତିକାର – ହଳଦିଆ ରଙ୍ଗର ପୋଷାକ ବ୍ୟବହାର କରିବେ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :