• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th January 2023: ଆଜି ଏହି ରାଶିର ବ୍ୟକ୍ତିଙ୍କର ଆୟ ବୃଦ୍ଧି ପାଇବ

ସୈାର ମକର ମାସ ମାଘ ମାସ ଶୁକ୍ଲପକ୍ଷ । ଇଂରାଜୀରେ ୨୪ ତାରିଖ ମଙ୍ଗଳବାର । ଚନ୍ଦ୍ର – କୁମ୍ଭ ଅହୋରାତ୍ର,ତିଥି - ୩ୟା ଦିବା ୦୩.୨୨ ଗତେ ୪ର୍ଥୀ। ଘାତ ଚନ୍ଦ୍ର – ମିଥୁନ ଓ ମୀନ ଅହୋରାତ୍ର,ଘାତ ବାର- ମକର ,ପୁଷ୍କର ଦୋଷ – ୧ ପାଦ - କୃଷିହାନି- ଭୂମିଦାନ ରାତ୍ରି ୦୯.୫୮ ଗତେ ୨ ପାଦ ।

Gemini

ମିଥୁନ

Tuesday 24 Jan 2023

ମୃଗଶିରା- ପାରିବାରରେ ପିତାମାତାଙ୍କ ସ୍ୱାସ୍ଥ୍ୟ ପ୍ରତି ଯତ୍ନବାନ ହୁଅନ୍ତୁ । ଭାଇଭଉଣୀମାନେ ଆପଣଙ୍କ ସହିତ ରହିବେ । ନିଜ ଲୋକଙ୍କୁ ବୃଥା ସନ୍ଦେହ କରି ନିଜେ ହିଁ କ୍ଷତିରେ ପଡିବେ । ବ୍ୟବସାୟକୁ ନେଇ ଭଲ ଚୁକ୍ତି ହେବାର ସମ୍ଭାବନା ରହିଛି

ଆଦ୍ରା- ପ୍ରେମ ସମ୍ପର୍କକୁ ବଢାଇବା ସହିତ ଦାମ୍ପତ୍ୟ ଜୀବରେ ସୁଧାର ଆଣିବେ । ରାଜନୀତିରେ କୈାଣସି କାମକୁ ହାତକୁ ନେବେ । ଆୟର ଉତ୍ସ ବୃଦ୍ଧି ପାଇବା ସହ ସମ୍ପତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ

ପୁନର୍ବସୁ-ପିଲାମାନେ ତାଙ୍କ କ୍ୟାରିୟର ପାଇଁ ମହତ୍ୱପୂର୍ଣ୍ଣ ନିଷ୍ପତି ନେଇପାରନ୍ତି । କିଛି ନୂତନ ଗୃହ, ଉପଯୋଗି ଭୂମି କ୍ରୟ କରିପାରନ୍ତି । ଜୀବନରେ ନୂଆ ସଂକେତ ମିଳିପାରେ

ପ୍ରତିକାର – ବିଷ୍ଣୁଙ୍କର ସହସ୍ର ନାମ ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :