• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th January 2023: ଆଜି ଏହି ରାଶିର ବ୍ୟକ୍ତିଙ୍କର ଆୟ ବୃଦ୍ଧି ପାଇବ

ସୈାର ମକର ମାସ ମାଘ ମାସ ଶୁକ୍ଲପକ୍ଷ । ଇଂରାଜୀରେ ୨୪ ତାରିଖ ମଙ୍ଗଳବାର । ଚନ୍ଦ୍ର – କୁମ୍ଭ ଅହୋରାତ୍ର,ତିଥି - ୩ୟା ଦିବା ୦୩.୨୨ ଗତେ ୪ର୍ଥୀ। ଘାତ ଚନ୍ଦ୍ର – ମିଥୁନ ଓ ମୀନ ଅହୋରାତ୍ର,ଘାତ ବାର- ମକର ,ପୁଷ୍କର ଦୋଷ – ୧ ପାଦ - କୃଷିହାନି- ଭୂମିଦାନ ରାତ୍ରି ୦୯.୫୮ ଗତେ ୨ ପାଦ ।

Cancer

କର୍କଟ

Tuesday 24 Jan 2023

ପୁନର୍ବସୁ- ମଧୁର କଥାରେ ପରକୁ ଆପଣାର କରିପାରନ୍ତି । ଥଣ୍ଡାଜନିତ ଅସୁସ୍ଥତା ଅନୁଭବ କରିବେ । ବ୍ୟବସାୟରେ ଲାଭଜନକ ହେବ । ରହୁଥିବା ସ୍ଥାନ ପରିବର୍ତନ କରିପାରନ୍ତି

ପୁଷ୍ୟା- ସରକାରୀ ଓ ବେସରକାରୀ ସ୍ତରରେ ସମ୍ମାନିତ ହେବ । ବିଦ୍ୟାର୍ଥୀ ମାନେ ଦିଦ୍ୟାପ୍ରେମୀ ହୋଇପାରନ୍ତି । ରାଜନୈତିକ ସ୍ତରରେ ପ୍ରଂଶସିତ ହେବେ ।

ଅଶ୍ଳେଷା- ମହିଳା ମାନେ ଭ୍ରମଣର ସୁଯୋଗ ପାଇବେ । ଅନେକ ଦିନରୁ ଧାର‌୍ୟ୍ୟ କରିଥିବା ଲକ୍ଷ ପୂରଣ କରିବେ । ଜମିଜମା ଜନିତ କ୍ରୟ,ବିକ୍ରୟରୁ ଲାଭ କମାଇ ପାରିବେ ।

ପ୍ରତିକାର – ଚନ୍ଦ୍ରଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :