• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th January 2023: ଆଜି ଏହି ରାଶିର ବ୍ୟକ୍ତିଙ୍କର ଆୟ ବୃଦ୍ଧି ପାଇବ

ସୈାର ମକର ମାସ ମାଘ ମାସ ଶୁକ୍ଲପକ୍ଷ । ଇଂରାଜୀରେ ୨୪ ତାରିଖ ମଙ୍ଗଳବାର । ଚନ୍ଦ୍ର – କୁମ୍ଭ ଅହୋରାତ୍ର,ତିଥି - ୩ୟା ଦିବା ୦୩.୨୨ ଗତେ ୪ର୍ଥୀ। ଘାତ ଚନ୍ଦ୍ର – ମିଥୁନ ଓ ମୀନ ଅହୋରାତ୍ର,ଘାତ ବାର- ମକର ,ପୁଷ୍କର ଦୋଷ – ୧ ପାଦ - କୃଷିହାନି- ଭୂମିଦାନ ରାତ୍ରି ୦୯.୫୮ ଗତେ ୨ ପାଦ ।

Leo

ସିଂହ

Tuesday 24 Jan 2023

ମଘା- ଅନ୍ୟ କୈାଣସି ରୋଗରେ ଆକ୍ରାନ୍ତ ହୋଇପାରନ୍ତି । କୈାଣସି ଧର୍ମାନୁଷ୍ଠାନରେ ମୁଖିଆ ଭାବରେ ଦାୟିତ୍ୱ ତୁଲାଇ ପାରନ୍ତି । ଆତ୍ମ ବିଶ୍ୱାସ ଓ ଆଶାକୁ ନେଇ ଆଗକୁ ବଢିବେ ।

ପୂ- ଫାଲ୍‌ଗୁନୀ- ଦୁର୍ବଳତା ଯୋଗୁ କାମ କରିବାରେ ଆଗ୍ରହ ପ୍ରକାଶ କରିବେ ନାହିଁ । ଜୀବନ ସାଥିଙ୍କ ସହିତ ମଧୁର ସମ୍ବନ୍ଧ ରହିବ । ବ୍ୟବସାୟରେ ଲାଭପ୍ରଦ ହେବେ ଓ ସୈଖିନ ଦ୍ରବ୍ୟ ସଂଗ୍ରହ କରିବେ

ଉ- ଫାଲ୍‌ଗୁନୀ- ଧର୍ମ ମନୋଭାବ ଦ୍ୱାରା ପରିଜନ ମାନଙ୍କଠାରେ ପ୍ରିୟଭାଜନ ହେବେ । ଛାତ୍ରଛାତ୍ରି ମାନେ ଶିକ୍ଷାକ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସା ପାଇବେ । ମହିଳା ମାନେ ମାନସିକ ଶାନ୍ତି ପାଇବେ ।

ପ୍ରତିକାର – ସୂର୍ଯ୍ୟ ଦେବତାଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :