• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th January 2023: ଆଜି ଏହି ରାଶିର ବ୍ୟକ୍ତିଙ୍କର ଆୟ ବୃଦ୍ଧି ପାଇବ

ସୈାର ମକର ମାସ ମାଘ ମାସ ଶୁକ୍ଲପକ୍ଷ । ଇଂରାଜୀରେ ୨୪ ତାରିଖ ମଙ୍ଗଳବାର । ଚନ୍ଦ୍ର – କୁମ୍ଭ ଅହୋରାତ୍ର,ତିଥି - ୩ୟା ଦିବା ୦୩.୨୨ ଗତେ ୪ର୍ଥୀ। ଘାତ ଚନ୍ଦ୍ର – ମିଥୁନ ଓ ମୀନ ଅହୋରାତ୍ର,ଘାତ ବାର- ମକର ,ପୁଷ୍କର ଦୋଷ – ୧ ପାଦ - କୃଷିହାନି- ଭୂମିଦାନ ରାତ୍ରି ୦୯.୫୮ ଗତେ ୨ ପାଦ ।

Virgo

କନ୍ୟା

Tuesday 24 Jan 2023

ଉ- ଫାଲ୍‌ଗୁନୀ- ମାନସିକ ଦୁଶ୍ଚିନ୍ତା ଦୂର ହେବ । ଗୁରୁଙ୍କର ପରାମର୍ଶରେ ଧର୍ମ ମାର୍ଗରେ ଯିବା ପାଇଁ ମନବଳାଇ ପାରନ୍ତି । ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ ।

ହସ୍ତା- ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭ ପାଇବେ । ଚାକିରିରେ ତୀକ୍ଷ୍ମ ବୃଦ୍ଧିମତାର ପରିଚୟ ଦେବେ । ସଭାସମିତିରେ ଉନ୍ନତ ମାନର ଆଲୋଚନା କରିବେ ।

ଚିତ୍ରା- ବିବାଦୀୟ ପରିସ୍ଥିତିକୁ ମନ ବୁଝାଣିଆ କଥା କହି ପରିବେଶକୁ ସ୍ୱାଭାବିକ କରିପାରନ୍ତି । ମହିଳା ମାନେ ସତ୍ତସଙ୍ଗ ଓ ସୂର୍ଣ୍ଣଳଙ୍କାର କିଣି ଖୁସି ଅନୁଭବ କରିପାରନ୍ତି । ସମ୍ପତି ପାଇଁ ସାମାନ୍ୟ ମତାନ୍ତର ସୃଷ୍ଟି ହୋଇପାରେ ।

ପ୍ରତିକାର - ବୁଧାଙ୍କ ଗାୟତ୍ରୀ ମନ୍ତ୍ର ଜପ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :