• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th January 2023: ଆଜି ଏହି ରାଶିର ବ୍ୟକ୍ତିଙ୍କର ଆୟ ବୃଦ୍ଧି ପାଇବ

ସୈାର ମକର ମାସ ମାଘ ମାସ ଶୁକ୍ଲପକ୍ଷ । ଇଂରାଜୀରେ ୨୪ ତାରିଖ ମଙ୍ଗଳବାର । ଚନ୍ଦ୍ର – କୁମ୍ଭ ଅହୋରାତ୍ର,ତିଥି - ୩ୟା ଦିବା ୦୩.୨୨ ଗତେ ୪ର୍ଥୀ। ଘାତ ଚନ୍ଦ୍ର – ମିଥୁନ ଓ ମୀନ ଅହୋରାତ୍ର,ଘାତ ବାର- ମକର ,ପୁଷ୍କର ଦୋଷ – ୧ ପାଦ - କୃଷିହାନି- ଭୂମିଦାନ ରାତ୍ରି ୦୯.୫୮ ଗତେ ୨ ପାଦ ।

Libra

ତୁଳା

Tuesday 24 Jan 2023

ଚିତ୍ରା- ପୁରୁଣା କାମ ପୂରା କରିବା ପାଇଁ ଦିନଟି ଭଲ ରହିବ । ପ୍ରଶଂସା ପ୍ରାପ୍ତିର ସୈଭାଗ୍ୟ ଅର୍ଜନ କରିପାରନ୍ତି । ଦୀର୍ଘ ଦିନର ଅଭିଳାଷା ସାଙ୍ଗକୁ ଆର୍ଥିକ ଉନ୍ନତିର ମାର୍ଗ ସୁଗମ ହୋଇଯିବ ।

ସ୍ୱାତୀ- ଚାକିରି ସମ୍ବଦ୍ଧିୟ ଭଲ ଖବର ମିଳିପାରେ । ପ୍ରତାରଣା ଜନିତ ଦୁଃଖ ଭୋଗିବାକୁ ପଡିବ । ଜରୁରୀ କାମକୁ ମିତ୍ରଙ୍କ ସହାୟତାରେ ପୂରଣ ହେବ ।

ବିଶାଖା- ସମ୍ପତି ପାଇଁ ସାମାନ୍ୟ ମତାନ୍ତର ସୃଷ୍ଟି ହୋଇପାରେ । ଆକସ୍ମିକ ଭାବରେ ମୋଟା ଅଙ୍କର ଅର୍ଥ ଆବଶ୍ୟକ ହୋଇପାରେ । ମହିଳା ମାନେ ଉତ୍ସାହିତ ରହିବେ

ପ୍ରତିକାର – କମଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :