• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th January 2023: ଆଜି ଏହି ରାଶିର ବ୍ୟକ୍ତିଙ୍କର ଆୟ ବୃଦ୍ଧି ପାଇବ

ସୈାର ମକର ମାସ ମାଘ ମାସ ଶୁକ୍ଲପକ୍ଷ । ଇଂରାଜୀରେ ୨୪ ତାରିଖ ମଙ୍ଗଳବାର । ଚନ୍ଦ୍ର – କୁମ୍ଭ ଅହୋରାତ୍ର,ତିଥି - ୩ୟା ଦିବା ୦୩.୨୨ ଗତେ ୪ର୍ଥୀ। ଘାତ ଚନ୍ଦ୍ର – ମିଥୁନ ଓ ମୀନ ଅହୋରାତ୍ର,ଘାତ ବାର- ମକର ,ପୁଷ୍କର ଦୋଷ – ୧ ପାଦ - କୃଷିହାନି- ଭୂମିଦାନ ରାତ୍ରି ୦୯.୫୮ ଗତେ ୨ ପାଦ ।

Scorpio

ବିଛା

Tuesday 24 Jan 2023

ବିଶାଖା- ସ୍ୱାସ୍ଥ୍ୟ ପୂର୍ବ ଅପେକ୍ଷା ଭଲ ରହିବ । ବ୍ୟବସାୟରେ ନୂଆ ଗୋଷ୍ଠୀ ସହିତ ଯୋଡି ହେବା ପାଇଁ ଚେଷ୍ଟା କରିବେ । କର୍ମକ୍ଷେତ୍ରରେ ସହକର୍ମୀମାନେ ସହଯୋଗର ହାତ ବଢାଇବେ ।

ଅନୁରାଧା- ରାଜନିତିରେ ମିଥ୍ୟା ଗୁଜବ ମନକୁ ଅତଙ୍କିତ କରିବା ସହ ଅସି୍ଥରତା ସୃଷ୍ଟି କରିବ । ବିଦ୍ୟାର୍ଥୀ ମାନେ ବିଦେଶ ଯାଇପାରନ୍ତି । ନିଜର ପରିସର ବୃଦ୍ଧି ପାଇଁ ଯଥା ସମ୍ଭବ ପ୍ରୟାସ କରିବେ ।

ଜ୍ୟୋଷ୍ଠା- ଆକସ୍ମିକ ଭାବରେ ମୋଟା ଅଙ୍କର ଅର୍ଥ ଆବଶ୍ୟକ ହୋଇପାରେ । ସତର୍କରେ ପଦକ୍ଷପ ନନେଲେ ଲକ୍ଷ ସାଧନରେ ବିଳମ୍ବ ଘଟିବ । ମହିଳା ମାନେ ଅନ୍ୟକୁ ସାହା କରିବେ ।

ପ୍ରତିକାର – ମାଆ ଚର୍ଚ୍ଚିକାଙ୍କ ପୂଜା ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :