• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th January 2023: ଆଜି ଏହି ରାଶିର ବ୍ୟକ୍ତିଙ୍କର ଆୟ ବୃଦ୍ଧି ପାଇବ

ସୈାର ମକର ମାସ ମାଘ ମାସ ଶୁକ୍ଲପକ୍ଷ । ଇଂରାଜୀରେ ୨୪ ତାରିଖ ମଙ୍ଗଳବାର । ଚନ୍ଦ୍ର – କୁମ୍ଭ ଅହୋରାତ୍ର,ତିଥି - ୩ୟା ଦିବା ୦୩.୨୨ ଗତେ ୪ର୍ଥୀ। ଘାତ ଚନ୍ଦ୍ର – ମିଥୁନ ଓ ମୀନ ଅହୋରାତ୍ର,ଘାତ ବାର- ମକର ,ପୁଷ୍କର ଦୋଷ – ୧ ପାଦ - କୃଷିହାନି- ଭୂମିଦାନ ରାତ୍ରି ୦୯.୫୮ ଗତେ ୨ ପାଦ ।

Capricorn

ମକର

Tuesday 24 Jan 2023

ଉ, ଷାଢା- ସ୍ୱାସ୍ଥ୍ୟକୁ ନେଇ ନାନା ପ୍ରକାର ସମସ୍ୟାର ସାମନା କରିବାକୁ ପଡିପାରେ । ପରିବାର ସହିତ ଧାର୍ମିକ ସ୍ଥାନକୁ ଯାଇ ପାରନ୍ତି । ବ୍ୟବସାୟିକ କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବାକୁ ଚେଷ୍ଟା କରିବେ ।

ଶ୍ରବଣା- ଜୀବନ ସାଥିଙ୍କ ସହିତ ସମ୍ବନ୍ଧ ମଧୁର ରହିବ । ଗଣମାଧ୍ୟମ କ୍ଷେତ୍ରରେ କାମ କରୁଥିବା ବ୍ୟକ୍ତିଙ୍କର ପ୍ରଗତି ହେବ । ଆପଣଙ୍କ ସକାରତ୍ମକ ବିଚାରରେ ଲୋକ ପ୍ରଭାବିତ ହେବେ

ଧନିଷ୍ଠା- ଭଲ ଟଙ୍କା ରୋଜଗାର କରିବା ଆରମ୍ଭ କରିବା ସହିତ ଅନାବଶ୍ୟକ ଟଙ୍କା ଖର୍ଚ୍ଚ କରିବାରୁ ନିବୃତ୍ତ ରହିବେ । ନୂଆ ବାହାନ କିଣିବାର ଆଶା ପୂରଣ ହୋଇପାରେ ।

ପ୍ରତିକାର – କାଳିଙ୍କ ଯନ୍ତ୍ରିକା ମହା କବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :