Advertisment

Daily Horoscope 24th January 2023: ଆଜି ଏହି ରାଶିର ବ୍ୟକ୍ତିଙ୍କର ଆୟ ବୃଦ୍ଧି ପାଇବ

author-image
Pallipuspa Samal
Daily Horoscope 24th January 2023:  ଆଜି ଏହି ରାଶିର ବ୍ୟକ୍ତିଙ୍କର ଆୟ ବୃଦ୍ଧି ପାଇବ
ସୈାର ମକର ମାସ ମାଘ ମାସ ଶୁକ୍ଲପକ୍ଷ । ଇଂରାଜୀରେ ୨୪ ତାରିଖ ମଙ୍ଗଳବାର । ଚନ୍ଦ୍ର – କୁମ୍ଭ ଅହୋରାତ୍ର,ତିଥି - ୩ୟା ଦିବା ୦୩.୨୨ ଗତେ ୪ର୍ଥୀ। ଘାତ ଚନ୍ଦ୍ର – ମିଥୁନ ଓ ମୀନ ଅହୋରାତ୍ର,ଘାତ ବାର- ମକର ,ପୁଷ୍କର ଦୋଷ – ୧ ପାଦ - କୃଷିହାନି- ଭୂମିଦାନ ରାତ୍ରି ୦୯.୫୮ ଗତେ ୨ ପାଦ ।