• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th January 2024: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟ ସମସ୍ୟା ଉପନ୍ନ ହୋଇପାରେ...

ସୌର ମକରମାସ ପୌଷ ଶୁକ୍ଳପକ୍ଷ । ଇଂରାଜୀ ୨୪ ତାରିଖ ବୁଧବାର ଚନ୍ଦ୍ର- ମିଥୁନ ରାତ୍ରି ୦୧.୪୭ ଗତେ କର୍କଟ। ତିଥି- ୧୪ଶୀ ରାତ୍ରି ୦୯.୫୦ ଗତେ ପୂର୍ଣ୍ଣିମା। ଘାତଚନ୍ଦ୍ର- କନ୍ୟା ରାଶିର ରାତ୍ରି ୦୧.୪୭ ପର୍ଯ୍ୟନ୍ତ।

Aries

ମେଷ

Wednesday 24 Jan 2024

ଅଶ୍ୱନୀ- ଆପଣଙ୍କ ମନରେ ଏଭଳି ବିଚାର ଆସିବ ଯାହା ଦ୍ୱାରା ପ୍ରଗତିର ବାଟ ଖୋଲିବ । ଦାମ୍ପତ୍ୟ ଜୀବନ ସାମଞ୍ଜସ୍ୟ ବଜାୟ ରହିବ । ପୁରୁଣା ବନ୍ଧୁଙ୍କ ସହିତ ମିଶିବା ପାଇଁ ମନରେ ଆଗ୍ରହ ସୃଷ୍ଟି ହେବ ।

ଦ୍ୱିଜା- ଅଫିସରେ ବାକିକାମ ସବୁକୁ ସଂପୂର୍ଣ୍ଣ କରିବେ । ଛାତ୍ରଛାତ୍ରୀମାନେ ପଢାରେ ମନ ଯୋଗ ରଖି ପାରିବେ ନାହିଁ । ଅଧିକ ଆତ୍ମବିଶ୍ୱାସ ହାନିକାରକ ହୋଇପାରେ

କୃତିକା- ବହୁ ଦିନର ମନସ୍କାମନା ପୂରଣ ହେବ । ବ୍ୟସ୍ତତା ଭିତରେ ସମୟ ବିତାଇବେ । କୈାଣସି କାର୍ଯ୍ୟ କରିବା ପୂର୍ବରୁ ଗୁରୁଜନଙ୍କ ପରାମର୍ଶ କରନ୍ତୁ । ସମ୍ପତି ବୃଦ୍ଧି ହୋଇପାରେ

ପ୍ରତିକାର - ଓଁ ହ୍ରୀଂ ଶ୍ରୀଂ ମଙ୍ଗଳାୟ ନମଃ ଜପ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :